୩ ଆମେ ତାକେ ଜାନ୍ବା ଲକ୍ ଅଇଲୁଆଚୁ । ଜଦି ଆମେ ତାର୍ ତିଆର୍ଲାଟା ମାନ୍ଲୁନି, ଏଟା ଡାଁଟ୍ସଙ୍ଗ୍ ଜାନ୍ଲୁନି । ୪ କେ ଜଦି ମୁଇ ପର୍ମେସର୍କେ ଜାନିଆଚିବଲି କଇକରି, ତାର୍ ତିଆର୍ଲାଟା ନ ମାନେ, ସେ ମିଚ୍ କଇଲାନି ଆରି ସେ ସତ୍ ବିସଇମନ୍ ନାଜାନେ । ୫ ମାତର୍ ଜେ ଜଦି ତାର୍ ବାକିଅ ମାନ୍ସି, ସେନ୍ତାର୍ ଆଲେ ପର୍ମେସରର୍ପାଇ ରଇବା ତାର୍ ଆଲାଦ୍ ସତଇସେ ପୁରାପୁରୁନ୍ ସିଦ୍ ଅଇଆଚେ । ଆମେ ପର୍ମେସରର୍ ସଙ୍ଗ୍ ମିସ୍ଲୁଆଚୁ ବଲି ଦେକାଇବା ବିସଇ । ୬ କେ ଜଦି ପର୍ମେସରର୍ ସଙ୍ଗ୍ ମିସିଆଚି ବଲି କଇଲେ, ଜିସୁର୍ ଚଲାଚଲ୍ତି ପାରା ଚଲ୍ବାର୍ଆଚେ ।
୮ ମାତର୍ ଏଟା ଗଟେକ୍ ନୁଆ ଆଦେସ୍ ପାରା ମିସା ଆଚେ । କାଇକେବଇଲେ ତେଇର୍ ସତ୍ ବିସଇ କିରିସ୍ଟ ଲଗେ ଆରି ତମର୍ ଲଗେ ଡିସ୍ଲାନି । ଆନ୍ଦାର୍ ଉଟିଗାଲାନି, ଆରି ସତ୍ ଉଜଲ୍ ଡିସ୍ଲାନି ।
୯ ଜଦି କେ ମିସା ପର୍ମେସରର୍ ଉଜଲ୍ ଆରି ସୁକଲ୍ ଇସାବେ ଚଲାଚଲ୍ତି କଲିନି ବଲି କଇକରି ତାର୍ ସଙ୍ଗ୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଗିନ୍ କର୍ସି, ସେ ଏବେଜାକ ଆନ୍ଦାରେସେ ରଇଲାନି । ୧୦ ଜନ୍ ଲକ୍ମନ୍ ତାକର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଆଲାଦ୍ କର୍ବାଇ, ସେମନ୍ ପର୍ମେସରର୍ ସୁକଲ୍ ଇସାବେ ଚଲାଚଲ୍ତି କଲାଇନି । ସେମନର୍ ଜିବନେ ବିନ୍ ଲକ୍ମନ୍କେ ପାପ୍ କରାଇବା କାଇ ବିସଇ ନାଇ । ୧୧ ମାତର୍ ଜେ ମିସା ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଗିନ୍ କଲେ, ସେ ଆନ୍ଦାରେ ଆଚେ । ସେ ବୁଲ୍ ଟିକ୍ ନାଜାନିକରି ଚଲାଚଲ୍ତି କଲାନି । ସେ କନ୍ତି ଗାଲାନି ସେଟା ନାଜାନେ । କାଇକେବଇଲେ ସେ ଆନ୍ଦାର୍ ତାର୍ ଆକିକେ କାଣା କରିଆଚେ ।
୧୨ ଏ ଆଲାଦର୍ ପିଲାମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ କିରିସ୍ଟର୍ ଲାଗି ତମର୍ ପାପ୍ କେମା ଅଇଲାଆଚେ । ୧୩ ଏ ବଡ୍ଲକ୍ମନ୍, ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ କିରିସ୍ଟକେ ଜାନିଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାଦାଙ୍ଗ୍ଡିମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ସବୁ କାରାପ୍ କାମ୍ କରାଇବା ସଇତାନ୍କେ ତମେ ଆରାଇଆଚାସ୍ ।
୧୪ ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ ବାବା ପର୍ମେସର୍କେ ଜାନିଆଚାସ୍ । ଏ ବଡ୍ ଲକ୍ମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ କିରିସ୍ଟକେ ଜାନ୍ବା ଲକ୍ ଅଇଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାମନ୍ ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ ବିସ୍ବାସେ ଡାଟ୍ ଅଇଆଚାସ୍ । ପର୍ମେସରର୍ ବାକିଅ ସବୁବେଲେ ତମର୍ ମନେ ଆଚେ । ଆରି ସବୁ ରକାମ୍ ପାପ୍ କାମ୍ କରାଇବା ସଇତାନ୍କେ ଆରାଇଆଚାସ୍ ।
୨୦ ମାତର୍ କିରିସ୍ଟ ତମ୍କେ ସୁକଲ୍ ଆତ୍ମା ଦେଲାଆଚେ । ୨୧ ତମେ ସତ୍ ନାଜାନାସ୍ ବଲିକରି ମୁଇ ତମ୍କେ ଲେକ୍ଲିନି, ସେନ୍ତାରି ନଏଁ । ମାତର୍ ସେଟା ତମେ ନିକ ସଙ୍ଗ୍ ଜାନାସ୍ । ଆରି ସତ୍ ସିକିଆ ସଙ୍ଗ୍ ବୁଲ୍ ସିକିଆ କେବେ ନ ମିସେ ।
୨୨ ତେବେ କେ ମିଚ୍ କଇଲାଇନି ? ଜିସୁକେ ମସିଅ ନଏଁ ବଲି ଜେ କଇଲାନି, ସେ ଆକା ସବୁର୍ଟାନେଅନି ବଡ୍ ମିଚୁଆ । ସେନ୍ତାରି ଲକ୍ମନ୍ କିରିସ୍ଟର୍ ବିରଦି ଲକ୍ମନ୍ । ସେମନ୍ ଉଜେ ବାବା ପର୍ମେସର୍କେ ଆରି ତାର୍ ପଅ ଜିସୁ କିରିସ୍ଟକେ ନାମତ୍ନାଇ । ୨୩ ଜେ ଜଦି ପର୍ମେସରର୍ ପଅକେ ନାମେ ନାଇ, ସେ ବାବା ପର୍ମେସର୍କେ ମିସା ନାମେ ନାଇ, ଜେ ପର୍ମେସରର୍ ପଅକେ ନାମ୍ସି, ସେ ବାବା ପର୍ମେସର୍କେ ମିସା ନାମ୍ସି ।
୨୪ ତମେ କିରିସ୍ଟର୍ ସଙ୍ଗ୍ ଜିବାକେ ଆରାମ୍ ଅଇଲାତେଇଅନି ଜନ୍ କବର୍ ସୁନିଆଚାସ୍, ସେଟା ସବୁବେଲେ ମନେ ପାକାଆ । ଜଦି ସେ କବର୍ ତମର୍ ମନେ ରଇସି, ସେନ୍ତାର୍ଆଲେ ତମେ ବାବା ପର୍ମେସର୍ ସଙ୍ଗ୍ ଆରି ତାର୍ ପଅର୍ ସଙ୍ଗ୍ ମିସିକରି ରଇସା । ୨୫ କିରିସ୍ଟ ନିଜେ ଆମ୍କେ ନ ସାର୍ବା ଜିବନ୍ ଦେବି ବଲି କାତାଦେଇଆଚେ ।
୨୬ ଜନ୍ ଲକ୍ମନ୍ ତମ୍କେ ସୁବ୍କବର୍ ଜାନାଇଲୁନି ବଲି ବୁଲ୍ ସିକିଆ ଦେଇ ତମ୍କେ ନାଡାଇବାକେ ଚେସ୍ଟା କଲାଇନି, ସେମନର୍ ବିସଇ ଜାନାଇବାକେ ଏ ସବୁ ବିସଇ ମୁଇ ତମ୍କେ ଲେକ୍ଲିନି । ୨୭ ମାତର୍ ତମେ ନାଡାଇ ନ ଉଆସ୍ । କାଇକେବଇଲେ କିରିସ୍ଟ ତାର୍ ସୁକଲ୍ଆତ୍ମା ତମ୍କେ ଦେଇଆଚେ । ସେ ସୁକଲ୍ଆତ୍ମା ଏବେ ମିସା ତମର୍ ବିତ୍ରେ ଆଚେ । ତେବର୍ପାଇ କେ ମିସା ବିନ୍ ଲକ୍ ତମ୍କେ ସିକାଇବାକେ ଲଡାନାଇ । ସୁକଲ୍ଆତ୍ମା ତମ୍କେ ସବୁ ବିସଇର୍ ସତ୍ ସିକାଇସି । ତେଇ ସେ ଜନ୍ଟା ସିକାଇସି, ସେଟା ପୁରାପୁରୁନ୍ ସତ୍ । ତେଇ କାଇ ବୁଲ୍ ବିସଇ ନ ରଏ । ତେବର୍ପାଇ ମୁଇ ତମ୍କେ କଇଲିନି, କିରିସ୍ଟର୍ ସଙ୍ଗ୍ ମିସିରୁଆ ।
୨୮ ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଆରିତରେକ୍ କଇଲିନି କିରିସ୍ଟର୍ ସଙ୍ଗ୍ ମିସିକରି ରୁଆ । ଜେନ୍ତାରି କି ସେ ଆରିତରେକ୍ ଏ ଜଗତେ ବାଉଡିଆଇଲାବେଲେ ତାକେ ବେଟ୍ ଅଇବାକେ ତାକେ ନ ଡରୁ କି ଲାଜ୍ ମିସା ନ ଉଆସ୍ । ୨୯ ଆମେ ଜାନିଆଚୁ, କିରିସ୍ଟ ଅନିଆଇ କାମ୍ ନ କରେ । ଏଟାମିସା ଜାନିଆଚୁ, ଜନ୍ଲକ୍ମନ୍ ସତ୍ କାମ୍ କର୍ବାଇ, ସେମନ୍ ପର୍ମେସରର୍ ପିଲାଟକି ।
<- ୧ ମ ଜଅନ୍ 1୧ ମ ଜଅନ୍ 3 ->- a ଜଅନ୍ ୧୩:୩୪