୧୧ ମୁଇ ତମ୍କେ ଜେତ୍କି ବିସଇ ଲେକ୍ଲିଆଚି ସେଟାସବୁ ବିନ୍ ଲକ୍ମନ୍କେ ସିକାଆ ଆରି ତିଆରା । ୧୨ ତକେ ଦାଙ୍ଗ୍ଡା ଆଚେ ବଲି କେ ମିସା ଇନ୍ ନ କର । ମାତର୍ ସବୁ ବିସ୍ବାସି ମନର୍ପାଇ ଗଟେକ୍ ସାକିପାରା ନିକ ଚଲାଚଲ୍ତି କର୍ । ସବୁ ବେଲେ ସତ୍ କାତା କଇତେର, ନିକସଙ୍ଗ୍ ଚଲାଚଲ୍ତି କର୍ତେରଇବା, ଲକ୍ମନ୍କେ ଆଲାଦ୍ କର୍ତେରଇବା, କିରିସ୍ଟକେ ବିସ୍ବାସ୍ କର୍ତେରଇବା, ପାପେ ରଅନାଇ । ୧୩ ମୁଇ ତର୍ଟାନେ ଆଇବା ଜାକ ବିସ୍ବାସିମନ୍ ରୁଣ୍ଡ୍ଲା ବେଲାଇ, ଜେନ୍ତାରି କି ସବୁଲକ୍ ନିକକରି ସୁନ୍ଲାପାରା ସାସ୍ତର୍ ପଡିଦେସ୍ । ତେଇର୍ ଅରତ୍ ସେମନ୍କେ ବୁଜାଇଦେସ୍ । ୧୪ ପର୍ମେସର୍ ତର୍ପାଇସେ ବଲିକରି ଜନ୍ ଦାନ୍ ଦେଲାଆଚେ, ସେ କାମେ ଲାଗିର । ଏଟା ବବିସତ୍ବକ୍ତାମନ୍ ଆରି ପାର୍ଚିନ୍ମନ୍ ତର୍ ମୁଣ୍ଡେ ଆତ୍ ସଙ୍ଗଇ ପାର୍ତନା କଲାବେଲେ, ତୁଇ ପର୍ମେସରର୍ ଟାନେଅନି ପାଇରଇଲୁସ୍ । ୧୫ ଏ ସବୁ ବିସଇ ପୁରାପୁରୁନ୍ ମନ୍ ଦିଆନ୍ ଦେଇ କର୍ । ଜେନ୍ତାର୍କି, ସୁବ୍କବର୍ ଜାନାଇବାଟାନେ ଆରି ସିକାଇବାଟାନେ ତୁଇ ଆଗ୍ତୁ ଆଗ୍ତୁ ଗାଲୁସ୍ନି ବଲି ଲକ୍ମନ୍ ଦେକ୍ବାଇ । ୧୬ ତୁଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କର୍ । ଆରି ପର୍ମେସରର୍ ବିସଇ ଜନ୍ଟା ସିକାଇଲୁସ୍ନି, ସେ ବିସଇଟାନେ ଜାଗ୍ରତ୍ ର । ଏଟା କରିଲାଗିର । କାଇକେବଇଲେ ସେନ୍ତାରି କଲେ, ତୁଇ ନିଜ୍କେ ଆରି ତର୍ କାତା ସୁନ୍ବା ଲକ୍କେ ରକିଆ କର୍ସୁ ।
<- ୧ମ ତିମତି 3୧ମ ତିମତି 5 ->