୮ ମାତର୍ ଏ ଆଲାଦର୍ ବାଇମନ୍, ମାପ୍ରୁ ଦେକ୍ବା ଇସାବେ, ଗଟେକ୍ ଦିନ୍ଜେ ଅଜାର୍ ବରସ୍ ପାରା, ଆରି ଅଜାର୍ ବରସ୍, ଗଟେକ୍ ଦିନ୍ ପାରା, ଏ ମୁଲିକା ରଇଲା ବିସଇ ତମେ ପାସ୍ରା ନାଇ । ୯ ଅଲସମ୍ ଅଇସି ବଲି କେତେଲକ୍ ଏତାଇଲାଇନି, ମାତର୍ ମାପ୍ରୁ ନିଜେ କାତା ଦେଲା ବିସଇ ସେନ୍ତାର୍ ଅଲ୍ସମ୍ କରେନାଇ । ମାତର୍ କେମିସା ଜେନ୍ତିକି ବିନାସ୍ ନଅତ୍, ସେମନ୍ ସବୁ ମନ୍ ବାଦ୍ଲାଇବାଇ, ଏଟା ସେ ମନ୍କରି ତମର୍ ପାଇ ବଲି ଅଲ୍ସମ୍ ଅଇଲାନି ।
୧୦ [b]ମାପ୍ରୁର୍ ଦିନ୍ ଚର୍ ଆଇଲା ରକାମ୍ କେଟିଜାଇସି । ସେ ଦିନେ ବାଦଲ୍ ସବୁ ବେସି ସବଦ୍ ସଙ୍ଗ୍ ନସ୍ଟ ଅଇଜାଇସି, ବାଦ୍ଲେ ଉଜଲ୍ ରଇବାଟାମନ୍ ସବୁ ସିଲିଜାଇସି, ପୁର୍ତିବି ଆରି ସିତି ରଇଲା ଲକ୍ମନ୍ ତିଆର୍ କଲା ଜେତେକ୍ ସବୁ ଜିନିସ୍ ପଡିଜିବାଇ ।
୧୧ ଏ ସବୁ ବିସଇ ଏ ରକାମ୍ ଆଜିଜାଇସି, ତେବର୍ ପାଇ ତମେମନ୍ ବେସି ସୁକଲ୍ ଆରି ଜାଗ୍ରତ୍ସଙ୍ଗ୍ ରଇବାର୍ ଆଚେ। ୧୨ ମାପ୍ରୁ ଆଇବା ଦିନ୍କେ ଜାଗି କରି, ସେଟାଜେନ୍ତି ଦାପ୍ରେ ଆଇସି, ସବୁ ବେଲେ ଦରମ୍ ଚଲାଚଲ୍ତି କର୍ବାର୍ ଆଚେ ।
୧୩ [c]ଆମେ ସେ କାତା ଦେଲା ଇସାବେ ନୁଆଁ ବାଦଲ୍ ଆରି ନୁଆଁ ପୁର୍ତିବିକେ ଜାଗ୍ଲୁନି । ସେଟା ଦରମ୍ଲକର୍ ବାସା ଅଇବା ଜାଗା ଅଇସି ।
୧୪ ସେଟାର୍ ପାଇ ଏ ଆଲାଦର୍ ବାଇମନ୍, ତମେ ସେ ଦିନ୍କେ ଜାଗ୍ତେରୁଆ । ପର୍ମେସର୍ ଦେକ୍ବା ଇସାବେ, କାଇ ଦସ୍ ନ ଅଇତେ, ସୁକଲ୍ ଲକ୍ମନର୍ ପାରା, ତାର୍ ସଙ୍ଗ୍ ସାନ୍ତିଅଇ ରଇବାକେ ଜାଗ୍ରତ୍ ଉଆ । ୧୫ ଆରି, ଆମର୍ ମାପ୍ରୁ ବେସି ଦିନ୍ ଜାଗ୍ବାଟା ଆରି ରକିଆ କର୍ବାଟା ବଲି ଏତାଆ । ଆମର୍ ଆଲାଦର୍ ବାଇ ପାଉଲ୍କେ ମିସା ମାପ୍ରୁ ତାକେ ଦେଲା ବୁଦି ଇସାବେ ତମର୍ ଲଗେ ଏନ୍ତାର୍ ଲେକ୍ଲା ଆଚେ । ୧୬ ସେ ତାର୍ ସବୁ ଚିଟି ଲଗେ ମିସା ଏ ସମାନ୍ ବିସଇ ଲେକ୍ଲାଆଚେ । ମାତର୍ ତେଇଅନି କେତେଟା ବିସଇ ଲକ୍ମନ୍କେ ବୁଜ୍ବାକେ କସ୍ଟ ଆଚେ । ଜନ୍ ଲକ୍ମନ୍ ନିକ ସିକତ୍ନାଇ ଆରି ତାକର୍ ବିସ୍ବାସ୍ଟାନେ ଡାଟ୍ନାଇ, ଏ ସବୁ ବିସଇର୍ ଅରତ୍ ବୁଲ୍ଇସାବେ ବାତାଇଲାଇନି । ପର୍ମେସରର୍ ବାକିଅତେଇରଇବା କେତେଟା ବିନ୍ ବିସଇମନ୍ ମିସା ଏନ୍ତାରି ବୁଲ୍କରି ବାତାଇଲାଇନି । ଏନ୍ତାରି କଲାର୍ପାଇ ପର୍ମେସର୍ ସେମନ୍କେ କୁରୁପ୍ନାସ୍ କର୍ସି ।
୧୭ ଏ ଆଲାଦର୍ ବାଇମନ୍, ତମେ ଆଗେ ଅନି ଏ ସବୁ ବିସଇ ଜାନି ଜାଗର୍ତା ଅଇରୁଆ । କେଡେବଲ୍ ନିୟମ୍ ନ ମାନ୍ଲା ଲକର୍ ଆସାର୍ କାମର୍ ପାନ୍ଦ୍ଲଗେ ଅଦ୍ରି, ଡାଟ୍ସଙ୍ଗ୍ ରଇବା ବିସ୍ବାସେ ଅନି ଉନା ଉଆନାଇ । ୧୮ ମାତର୍ ଆମର୍ ମାପ୍ରୁ ଆରି ଉଦାର୍ କର୍ବା ଜିସୁକିରିସ୍ଟର୍ ଜିବନ୍ ଦୁକାଇଲାଟା ଆରି ଗିଆନ୍ ସଙ୍ଗ୍ ଅଦିକ୍ ଅଦିକ୍ ବଡା । ଏବେ ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ଜାକ ସେ ଡାକ୍ପୁଟା ପାଅ । ଆମେନ୍ ।
<- ୨ ୟ ପିତର୍ 2