୫ ଜଗତର୍ ବିନ୍ ବିନ୍ ଦେସେଅନି ଆସିରଇଲା ଜିଉଦି ଲକ୍ମନ୍ ସେଡ୍କିବେଲେ ଜିରୁସାଲମେ ରଇଲାଇ । ୬ ଏନ୍ତାରି ଅଇଲାଟା ଦେକି ସେମନ୍ ସାର୍ଦା ଅଇଗାଲାଇ । କାଇକେବଇଲେ ସେ ବିସ୍ବାସିମନ୍ ତାକର୍ ତାକର୍ ବାସାଇ କାତା ଅଇବାଟା ସେମନ୍ ସୁନ୍ଲାଇ । ୭ ସେମନର୍ ବୁଦିଗୁପିଗାଲା ଆରି କାବା ଅଇଜାଇ ପାଚାର୍ଲାଇ, “ଏନ୍ତାରି ବାସାଇ କାତା ଅଇବା ଲକ୍ମନ୍ ଗାଲିଲିଅନି ନଅତ୍ କି ? ୮ ସେନ୍ତିଆଲେ ଆମେ କେନ୍ତି ସେମନ୍କେ ଆମର୍ ନିଜର୍ ନିଜର୍ ଜନମ୍ ଜାଗାର୍ ବାସାଇ କାତା ଅଇବାଟା ସୁନିଆଚୁ ? ୯ ଆମେ ପାର୍ତିୟ, ମାଦିୟ, ଏଲାମିୟ ଆରି ମେସପଟାମିୟ, ଜିଉଦା ଦେସ୍ ଆରି କାପ୍ପାଦକିଆ, ପନ୍ତ୍ ଆରି ଆସିଆ, ୧୦ ପିରିଜିଆ ଆରି ପପୁଲିଆ, ମିସର୍ ଆରି କୁରିଣି ଲଗେ ରଇଲା ଲିବିଆ ଜାଗାର୍ ଲକ୍ । ଆମର୍ ବିତ୍ରେ ରମ୍ରାଇଜେଅନି ଆସିରଇବା, ଜନମେ ଅନି ଜିଉଦି ଅଇଲା ଲକ୍ ଆଚୁ ଆରି ପଚେ ଜିଉଦି ଦରମ୍ ନେଲା ଲକ୍ ମିସା ଆଚୁ । ୧୧ ଆମର୍ ବିତ୍ରେଅନି କେତେଲକ୍ କିର୍ତିୟଅନି ଆରି ଆରବିୟଅନି ଆଇଲୁ ଆଚୁ । ଏନ୍ତି ଆମେ ସବୁ ବିନ୍ ବିନ୍ ଜାଗାଇଅନି ଆଇଲୁ ଆଚୁ । ଏନ୍ତି ବଇଲେ ମିସା ପର୍ମେସର୍ କଲା ବଡ୍ ବଡ୍ କାବାଅଇଜିବା କାମ୍ ଏ ଲକ୍ମନ୍ ଆମର୍ ନିଜର୍ ନିଜର୍ ବାସାଇ କାତାଅଇବାଟା ସୁନ୍ଲୁନି ।” ୧୨ ଏନ୍ତି ବଲି ସେମନ୍ ବେସି କାବାଅଇଗାଲାଇ । ଆରି ସେମନର୍ ବୁଦି ଆଜି ଗାଲା । ଆରି ତାକର୍ ତାକର୍ ବିତ୍ରେ “ଏଟା କେନ୍ତାର୍ ଅଇଲା ତେବେ ?” ବଲି ସବୁ ବେଲେ ପାଚାର୍ଉଚାର୍ ଅଇତେ ରଇଲାଇ । ୧୩ ମାତର୍ ବିନ୍ ଲକ୍ମନ୍ ବିସ୍ବାସିମନ୍କେ କିଜାଇକରି କଇଲାଇ, “ସେମନ୍ ମାତିଆଚତ୍ !”
୧୭ ସେଟା କାଇଟା ବଇଲେ ପର୍ମେସର୍ କଇଲାନି,
୨୨ ପିତର୍ କଇଲା, “ଏ ଇସ୍ରାଏଲ୍ ଦେସର୍ ଲକ୍ମନ୍ ତମେ ମୁଇ କଇବା କାତା ସୁନା । ପରମେସର୍ସେ ବାଚି ପାଟାଇଲା ଲକ୍, ନାଜରିତ୍ ଗଡର୍ ଜିସୁ ବଲିକରି ସେ ତମର୍ ଲଗେ ରଇଲା ବେଲେ, ଦେକାଇଦେଲା । ସେଟା କେନ୍ତାର୍ ବଇଲେ, ପରମେସର୍ ତାର୍ତେଇଅନି କାବା ଅଇଜିବା କାମ୍ କଲାଆଚେ । ଏଟା ସତ୍ ବଲି ତମେ ଜାନିଆଚାସ୍ । ୨୩ [a]ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ । ୨୪ [b]ମାତର୍ ପରମେସର୍ ଜିସୁକେ ମଲାଟାନେଅନି ଆରି ତରେକ୍ ଉଟାଇଲା । ମରନର୍ ବପୁତେଇଅନି ତାକେ ମୁକ୍ଲାଇଲା । କାଇକେବଇଲେ କେ ମିସା ତାକେ ମରାଇକରି ସେ ଜାଗାଇ ସଙ୍ଗଇ ନାପାର୍ଲାଇ । ୨୫ ଏ ବିସଇ ଦାଉଦ୍ ରାଜା ଏନ୍ତି କଇ ଆଚେ । ସେଟା କାଇଟା ବଇଲେ,
୨୯ ଆରି ପିତର୍ କଇଲା, “ଏ ଇସ୍ରାଏଲର୍ ବାଇବଇନିମନ୍, ଆମର୍ ଆନିଦାଦିବେଲର୍ ଦାଉଦ୍ ରାଜାର୍ ବିସଇ ଡାଟ୍ସଙ୍ଗ୍ କଇବାକେ ମର୍ ଅଦିକାର୍ ଆଚେ । ସେ ମଲାକେ ତାକେ ତପି ଦେଲାଇ । ସେ ତପ୍ଲା ଜାଗା ଏବେ ଜାକ ଇତି ଆଚେ । ୩୦ ସେ ଗଟେକ୍ ବବିସତ୍ବକ୍ତା ରଇଲା ଆରି ପର୍ମେସର୍ ସପତ୍କରି କଇଲା ବିସଇ ଜାନିରଇଲା । ପର୍ମେସର୍ ତାକେ କାତା ଦେଇରଇଲା ଜେ, ତାର୍ ଗଟେକ୍ ନାତିତିତି ଦିନେକ୍ ତାର୍ପାରା ସାସନ୍ କର୍ସି । ୩୧ ଏ ବିସଇ ଆଗେ ସେ ଜାନି ରଇଲାର୍ପାଇ ପର୍ମେସର୍ ମସିଅକେ ମଲାତେଇଅନି ଆରିତରେକ୍ ଜିବନ୍ କରାଇସି ବଲି ସେ କଇପାର୍ଲା ।”
୩୨ ଏବେ ଏ ଜିସୁକେ ପରମେସର୍ ଜିବନ୍ ଦେଇ ଉଟାଇଆଚେ । ଆମେ ସବୁ ସେ ଗଟ୍ନାର୍ ସାକି । ୩୩ ପରମେସର୍ ତାକେ ତାର୍ ଉଜାବାଟେ ବସ୍ବାକେ ଉଟାଇଆଚେ । ଆରି ସେ କାତା ଦେଲା ଇସାବେ ତାର୍ଟାନେଅନି ସୁକଲ୍ଆତ୍ମା ପାଇଲାଆଚେ । ତମେ ଏବେ ଜନ୍ଟା ଦେକ୍ଲାସ୍ନି ଆରି ସୁନ୍ଲାସ୍ନି, ସେଟା ଅଇଲାନି ତାର୍ ଦାନ୍କରି ରଇବାଟା । ଜନ୍ଟା କି ସେ ଆମ୍କେ ଜବର୍ ଅଇତେ ଆଜାଡି ଦେଲାଆଚେ । ୩୪ ସର୍ଗେ ଗାଲା ଲକ୍ ଦାଉଦ୍ ନଏଁ । ମାତର୍ ସେ କଇଲା,
୩୫ ଆରି ତର୍ ସତ୍ରୁମନ୍କେ ତର୍ ପାଦ୍ତଲେ ନ ଆନ୍ବା ଜାକ ମର୍ ଉଜାବାଟେ ବସି ର । ୩୬ ପିତର୍ ଆରି କଇଲା “ଏ ଇସ୍ରାଏଲର୍ ସବୁ ଲକ୍ମନ୍, ତମେ ଜନ୍ ଜିସୁକେ କୁର୍ସେ କୁଟିମାରି ମରାଇରଇଲାସ୍, ପର୍ମେସର୍ ତାକେ ମାପ୍ରୁ ଆରି ମସିଅ କଲାଆଚେ ବଲି ଡାଟ୍ସଙ୍ଗ୍ ଜାନ୍ବାର୍ଆଚେ ।” ୩୭ ଏ କାତା ପିତର୍ଟାନେଅନି ସୁନ୍ଲା ସବୁ ଲକ୍ମନ୍ ତାକର୍ ନିଜର୍ ବୁଲ୍ ଏତାଇକରି ମନ୍ ବିତ୍ରେ କିଲ୍ବିଲ୍ ଅଇଗାଲାଇ । ସେମନ୍ ପିତର୍କେ ଆରି ପେରିତ୍ମନ୍କେ ପାଚାର୍ଲାଇ, “ଏ ବାଇମନ୍ ଏନ୍ତାର୍ ବଲି କଇଲେ ଆମେ କାଇଟା କର୍ବାର୍ ଆଚେ ?” ୩୮ ପିତର୍ ସେମନ୍କେ କଇଲା, “ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି । ୩୯ ଏ ସପତ୍ ତମର୍ପାଇ ଆରି ତମର୍ ପିଲାମନର୍ପାଇ । ଆରି ଇତିଅନି ଦୁରିକେ ରଇବା ସବୁର୍ପାଇ । ଜନ୍ ସବୁଲକ୍କେ ସେ, ତାର୍ ଲଗେ ଡାକ୍ଲାନି ।” ୪୦ ଆରି ପିତର୍ ସେମନ୍କେ ଜାଗ୍ରତ୍ କରାଇବାକେ ବେସି ବିସଇ କଇଲା ଆରି ସେମନ୍କେ ବାବୁଜିଆ କଲା । ବିସ୍ବାସ୍ ନ କର୍ବା ଜିଉଦି ବାଇମନ୍କେ ଆଇତେରଇବା ବଡ୍ ଡଣ୍ଡେଅନି ନିଜ୍କେ ରକିଆ କରା। ବଲି କଇଲା । ୪୧ ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ । ୪୨ ସେମନ୍ ପେରିତ୍ମନ୍ ସିକାଇଲା ବିସଇ ମାନ୍ଲାଇ । ମିସିବିଡି ରଇବାକେ, ମିସିକରି କାଇବାକେ, ଆରି ପାର୍ତନା କର୍ବାକେ ।