୪ [b]ଏ ବାବାମନ୍, ପିଲାମନ୍କେ ରିସା କରାଆ ନାଇ । ତାର୍ ବାଦୁଲେ ସେମନ୍କେ ମାପ୍ରୁର୍ ବାକିଅ ଇସାବେ ସିକାଇକରି ବଡାଆ ।
୯ [d]ଏ ସାଉକାର୍ମନ୍, ସେନ୍ତାରିସେ ତମର୍ ଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଦେକାରକା କରା । ସେମନ୍କେ ଦାକାପୁକା ଦିଆସ୍ ନାଇ । ତମର୍ ମନେ ରଅ, ତାକର୍ ଆରି ତମର୍ ସାଉକାର୍ ସର୍ଗେ ଆଚେ । ଆରି ସେ ସାନ୍ ବଡ୍ ନ ବାବି ଦେକାରକା କର୍ସି ।
୧୧ ପର୍ମେସର୍ ତମ୍କେ ଦେଇରଇବା ଜୁଇଦର୍ ସବୁ ରକାମ୍ ଆତ୍ ଆତିଆର୍ ସାଜାଡିକରି ରୁଆ । ଜେନ୍ତାରିକି ତମ୍କେ ସଇତାନ୍ ନାଡାଇବା ବେଲେ ତାକେ ବିରଦ୍ କରିପାରାସ୍ । ୧୨ କାଇକେବଇଲେ ଆମେ ଜଗତର୍ ଲକ୍ମନର୍ ବିରୁଦେ ଜୁଇଦ୍ କରୁନାଇ । ମାତର୍ କାରାପ୍ ଆତ୍ମାମନ୍କେ, ଆନ୍ଦାରେ ରଇବା ଜଗତର୍ ସାସନ୍କାରିଆମନ୍କେ, ଆରି ସର୍ଗେ କାରାପ୍ ବପୁ ପାଇରଇବା ଆତ୍ମାମନର୍ ବିରୁଦେ ଜୁଇଦ୍ କଲୁନି । ୧୩ ତେବର୍ପାଇ ପର୍ମେସର୍ ଦେଇରଇବା ସବୁରକାମ୍ ଜୁଜ୍ବା ଆତ୍ ଆତିଆର୍ ଗଟେକ୍ ସନିଅ ପିନ୍ଦ୍ଲାପାରା ପନ୍ଦିକରି ସାଜାଡା । ସେନ୍ତାର୍ ରଇଲେ ସଇତାନ୍ ଆରି ତାର୍ କାରାପ୍ ଆତ୍ମାମନ୍ ତମ୍କେ ଜୁଜ୍ଲାବେଲେ ସେମନ୍କେ ତମେ ବିରଦ୍ କରି ପାରାସ୍ । ଜୁଇଦର୍ପାଇ ସବୁ ରକାମ୍ଟା ସାଜାଡି ରଇଲେ ତମେ ପଚେ ନ ଗୁଚିକରି ଟିଆଅଇ ପାର୍ସା ।
୧୪ ତେବେ ଜୁଇଦର୍ପାଇ ତମେ ଏନ୍ତାରି ଜାଗ୍ରତ୍ ଉଆ । ଜେନ୍ତାରି କି, ପର୍ମେସରର୍ ସତ୍ ଆଁଟାବେଡା, ଆଁଟାଇ ବାନ୍ଦିଅଇ, ତାର୍ ଦରମର୍ ସାଞ୍ଜୁ ଜଗାଡି ଅଇ, ୧୫ ସୁବ୍କବରେଅନି ଆଇବା ସାନ୍ତିର୍ ପାଣ୍ଡଇ ପିନ୍ଦି ସାଜାଡି ଉଆ । ୧୬ ଏ ସବୁର୍ ଉପ୍ରେ ବିସ୍ବାସର୍ ତେବାଇବା ଡାଲ୍ ଦାରିରୁଆ । ଏ ଡାଲ୍ସଙ୍ଗ୍ ସଇତାନ୍ ତମର୍ ମୁଆଟେ ବିନ୍ଦ୍ବା ଜଇର୍ କାଣ୍ଡ୍ ଅଟ୍କାଇ ପାର୍ସା ।
୧୭ ଆରି ମାପ୍ରୁ ଦେଇରଇବା ମୁକ୍ତି, ଗଟେକ୍ ଟପିପାରା ମୁଣ୍ଡ୍ ରକିଆ କର୍ବାକେ ପିନ୍ଦିରୁଆ । ସୁକଲ୍ଆତ୍ମା ଦେଇରଇବା କାଣ୍ଡା ଦାରିରୁଆ । ସେ କାଣ୍ଡା ଅଇଲାନି ପର୍ମେସରର୍ ବାକିଅ । ୧୮ ସୁକଲ୍ଆତ୍ମା ଚେତ୍ନା ଦେଲା ଇସାବେ ପାର୍ତନା କରା । ସବୁ ରକାମର୍ ପାର୍ତନା ଆରି ଗୁଆରିସଙ୍ଗ୍ ପାର୍ତନା କରା । ଏଟାର୍ଲାଗି ଜାଗ୍ରତ୍ ଅଇରୁଆ । ପର୍ମେସରର୍ ଲକ୍ମନର୍ପାଇ ପାର୍ତନା କରିଲାଗିରୁଆ । ୧୯ ମର୍ପାଇ ମିସା ପାର୍ତନା କରା । ଜେନ୍ତିକି ମୁଇ କାତା ଅଇବାବେଲେ ପର୍ମେସର୍ ମକେ ଟିକ୍ ବାକିଅ ଦେଅ । ସେନ୍ତାର୍ କଲେ, ସୁବ୍ କବରର୍ ଲୁଚିରଇବା ବିସଇ ମୁଇ କାକେ ନ ଡରିକରି ଲକ୍ମନ୍କେ ଜାନାଇ ପାର୍ବି । ୨୦ ଏବେ ମୁଇ ବନ୍ଦି ଅଇ ରଇଲେ ମିସା କିରିସ୍ଟର୍ ସୁବ୍କବର୍ ଜାନାଇବାପାଇ ଗଟେକ୍ ରାଜାର୍ ଦୁତ୍ ପାରା ଅଇଲିଆଚି । ସୁବ୍କବର୍ ଟିକ୍ ସଙ୍ଗ୍, ନ ଡରିକରି ଜାନାଇବାକେ ପର୍ମେସର୍ ମକେ ବପୁ ଦେଅ ବଲି ପାର୍ତନା କରା ।
୨୩ ଆମର୍ ବାବା ପର୍ମେସର୍ ଆରି ମାପ୍ରୁ ଜିସୁକିରିସ୍ଟ ସବୁ ବିସ୍ବାସି ବାଇମନ୍କେ ସାନ୍ତି ଦେଅ । କିରିସ୍ଟକେ ବିସ୍ବାସ୍ କରି ତମର୍ ବିତ୍ରେ ଆଲାଦ୍ କରାକରି ଅଇବାକେ ସେମନ୍ ତମ୍କେ ସାଇଜ କରତ୍ ।
୨୪ ଆମର୍ ମାପ୍ରୁ ଜିସୁ କିରିସ୍ଟକେ ଜେତ୍କି ଲକ୍ ଆଲାଦ୍ କଲାଇନି, ସେମନ୍କେ ପର୍ମେସର୍ ତାର୍ ଜିବନ୍ ଦୁକାଇଲାଟା ଆରି ନ ସାର୍ବା ଆଲାଦ୍ ଦେଅ ।
<- ଏପିସିୟ 5