୬ [a]ଅବ୍ରାଆମର୍ କାତା ଏତାଇ ଦେକା । ସାସ୍ତରେ ଲେକାଆଚେ, “ସେ ପର୍ମେସର୍ କଇଲା ବିସଇ ବିସ୍ବାସ୍ କଲା । ଆରି ତାର୍ ବିସ୍ବାସର୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଲେକା କଲା ।” ୭ [b]ଜନ୍ ଲକ୍ମନ୍ ବିସ୍ବାସ୍ କର୍ବାଇ, ସେମନ୍ସେ ଅବ୍ରାଆମର୍ କୁଟୁମର୍ ଲକ୍ । ଏଟା ତମେ ଜାନ୍ବାର୍ ଆଚେ । ୮ ପୁର୍ବେଅନି ଦରମ୍ ସାସ୍ତରେ ଲେକାଅଇଲା ଆଚେ ଜେ, ବିସ୍ବାସ୍ କଲେସେ ପରମେସର୍ ଜିଉଦିନଇଲା ଲକ୍ମନ୍କେ ମିସା ଦରମ୍ ଲକ୍ ଇସାବେ ଲେକା କର୍ସି । ପରମେସର୍ ତମର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ସି । ଏ କବର୍ ପର୍ତୁମ୍ ଅବ୍ରାଆମ୍କେ ଜାନାଇ ଦିଆଅଇରଇଲା । ୯ ଅବ୍ରାଆମ୍ ବିସ୍ବାସ୍ କରି ଆସିର୍ବାଦ୍ ପାଇରଇଲା । ସେଟାର୍ ପାଇ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଲକ୍ ତାର୍ ପାରା ଆସିର୍ବାଦ୍ ପାଇବାଇ ।
୧୦ ଜନ୍ ଲକ୍ମନ୍ ରିତିନିତିର୍ ନିୟମ୍ ମାନ୍ଲୁନି ବଲି ବଡ୍ପନ୍ ଅଇବାଇ, ସେମନ୍ ସାଇପ୍ ପାଇବାଇ । କାଇକେ ବଇଲେ ଦରମ୍ସାସ୍ତରେ ଲେକାଆଚେ, “ମସାର୍ ନିୟମ୍ ବଇଟାନେ ଜାଇଟା ସବୁ ଲେକାଅଇଲା ଆଚେ, ଜଦି କେ ସେଟା ପୁରାପୁରୁନ୍ ନ ମାନେ, ସେ ପରମେସରର୍ ସାଇପ୍ ପାଇସି ।” ୧୧ ଏଟା ନିକସଙ୍ଗ୍ ଜାନାପଡ୍ଲାନି । ରିତିନିତିର୍ ନିୟମ୍ ମାନିକରି କେ ମିସା ପର୍ମେସରର୍ ମୁଆଟେ ଦରମ୍ ବଲାଇଅଇ ନ ଅଅତ୍ । କାଇକେବଇଲେ ଦରମ୍ ଲକ୍ ବିସ୍ବାସର୍ ଲାଗି ବଁଚ୍ବାଇ । ୧୨ ନିୟମ୍ ମାନ୍ବାଟା ଆରି ବିସ୍ବାସ୍ କର୍ବାଟା ଦୁଇଟା ମୁଲ୍କେ ନ ମିସେ । ଦରମ୍ ସାସ୍ତରେ ଲେକାଆଚେ, ଜନ୍ ଲକ୍ ନିୟମର୍ ଦାବି ଇସାବେ କାମ୍ କର୍ସି ସେ ଜିବନ୍ ପାଇସି ।
୧୩ ଆମେ କେ ମିସା ନିୟମର୍ ସବୁ ଆଦେସ୍ ମାନି ନାପାରୁ । ସେଟାର୍ପାଇ ଆମେ ସବୁ ଡଣ୍ଡ୍ ପାଇବାର୍ ରଇଲା । ମାତର୍ କିରିସ୍ଟ ଆମର୍ ସାଇପ୍ ନିଜେ ନେଲା ଆରି ନିୟମର୍ ସାଇପେଅନି ଆମ୍କେ ମୁକ୍ଲାଇଲା । ଦରମ୍ ସାସ୍ତରେ ଲେକାଆଚେ, ଜେ ଗଚେ ଉଚ୍କିଅଇ ମର୍ସି, ସେ ପରମେସରର୍ତେଇ ଅନି ସାଇପ୍ ପାଇଲା ଲକ୍ ! ୧୪ ଅବ୍ରାଆମ୍ ଜନ୍ ଆସିର୍ବାଦ୍ କର୍ବାକେ ସପତ୍ କରିରଇଲା ଜିଉଦି ନଇଲା ଲକ୍ମନ୍ ମିସା ସେଟା ପାଇବାଇ, ସେଟାର୍ ପାଇ କିରିସ୍ଟ ଏ କାମ୍ କଲାଆଚେ । ସେଟାର୍ ପାଇ ବିସ୍ବାସ୍ କରି ଆମେ ମିସା ପରମେସରର୍ କାତା ଦେଲା ଇସାବେ ସୁକଲ୍ଆତ୍ମା ପାଇପାରୁ ।
୧୯ ତେବେ ନିୟମ୍ କାଇକେ ଦିଆଅଇଲା ? ମୁନୁସର୍ ସତ୍ ନ ଅଇବା ସବୁ କାମ୍ ଦେକାଇ ଦେବାକେ ଦିଆଅଇଲା । ଆରି ଅବ୍ରାଆମର୍ ଜନ୍ କୁଟୁମ୍ ଦେକି ପରମେସର୍ ସେ ସପତ୍ କରିରଇଲା, ସେ ଲକ୍ ଆଇବା ଜାକ ନିୟମର୍ ଦର୍କାର୍ ରଇଲା । ପର୍ମେସର୍ ଗଟେକ୍ ଲକ୍କେ ମାଲାକାରିଆ କରାଇ ସରଗର୍ ଦୁତ୍ମନର୍ ଆତେ ନିୟମ୍ ପାଟାଇରଇଲା । ୨୦ ମାତର୍ ଅବ୍ରାଆମ୍କେ ସପତ୍ ଦେଲା ବେଲେ ମାଲାକାରିଆମନ୍ ନ ରଇଲାଇ । ପର୍ମେସର୍ ନିଜେସେ ସପତ୍ କରିରଇଲାଇ ।
୨୩ ବିସ୍ବାସର୍ ଜୁଗ୍ ଆଇବା ଆଗ୍ତୁ ଆରି ଦେକାଇଅଇବା ଜାକ, ନିୟମ୍ ଆମ୍କେ ବନ୍ଦି କରି ରକିରଇଲା । ୨୪ କିରିସ୍ଟର୍ ଆଇବା ଜାକ ଆମେ ନିୟମର୍ ତଲେ ରଇଲୁ । ମାତର୍ ତାର୍ ପଚେ, କାଲି ବିସ୍ବାସେଅନି ଆମେ ପରମେସରର୍ ମୁଆଟେ ଦସି ନଇଲା ଲକ୍ ବଲାଇ ଅଇବୁ । ୨୫ ଏବେ ବିସ୍ବାସର୍ ଜୁଗ୍ କେଟିଆଚେ, ଆମେ ଆରି ନିୟମର୍ ତଲେ ନାଇ ।
୨୬ ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ । ୨୭ ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ । ୨୮ ସେଟାର୍ ପାଇ ଜିଉଦି ଆରି ଜିଉଦିନଇଲା ଲକ୍, ଗେନାଅଇଲା ଗତିଦାଙ୍ଗ୍ଡାଦାଙ୍ଗ୍ଡି କି ମୁକ୍ଲାଇଲା ଲକ୍, ମୁନୁସ୍ କି ମାଇଜି ବିତ୍ରେ, କାଇଟା ମିସା ବିନ୍ ନାଇ । ଆମେ ସବୁ ଲକ୍ ଜିସୁର୍ ସଙ୍ଗ୍ ମିସିକରି ଗଟେକ୍ ଅଇଆଚୁ । ୨୯ [d]ଜଦି ତମେ କିରିସ୍ଟର୍ ଲକ୍, ତେବେ ତମେ ମିସା ଅବ୍ରାଆମର୍ କୁଟୁମର୍ ଆରି ପରମେସର୍ ଜାଇଟା ସପତ୍ କଲାଆଚେ, ସେଟା ମିଲାଇସା ।
<- ଗାଲାତିୟ 2ଗାଲାତିୟ 4 ->