୯ କାଇକେବଇଲେ ସେ ଜେତ୍କି କରିରଇବା କାବାଅଇଜିବା କାମ୍ମନ୍ ଚାଲିସ୍ ବରସ୍ଜାକ ଦେକ୍ଲେ ମିସା, ସେମନ୍ ତାର୍ ବପୁକେ ପରିକା କରିଲାଗିରଇଲା ।
୧୦ ସେଟାର୍ପାଇ ପର୍ମେସର୍ ସେ ଲକ୍ମନ୍କେ ରିସାଅଇଲା, ଆରି କଇଲା, ସେମନ୍ ବେଗ୍ଲିକରି ବିନ୍ ବିସଇମନ୍ କରିଲାଗିଆଚତ୍ । ମୁଇ ତିଆର୍ଲାଟା କର୍ବାକେ ନିଚ୍ଲାଇନି ।
୧୧ ସେଟାର୍ ପାଇ ମୁଇ ରିସାଅଇ ସପତ୍କରି କଇଲି, ମୁଇ ଜନ୍ଦେସେ ପୁଣ୍ଡ୍ବାକେ ଦେଇତି, ସେ ଦେସେ କେବେ ମିସା ତମ୍କେ ପୁର୍ବାକେ ନ ଦେଇ ।
୧୨ ତେବର୍ ପାଇ ଏ ମର୍ ବିସ୍ବାସି ବାଇବଇନିମନ୍, ଜାଗର୍ତାଅଇ ରୁଆ, ଜେନ୍ତାରିକି ତମର୍ ବିତ୍ରେଅନି କେ ମିସା କାରାପ୍ ମନ୍ ରଇକରି ପର୍ମେସର୍କେ ବିସ୍ବାସ୍ ନ କରା, ଆରି କେ ମିସା ଜିବନ୍ ରଇବା ପର୍ମେସର୍ ଟାନେଅନି ବେଗ୍ଲି ନ ଜା । ୧୩ ତମର୍ ବିତ୍ରେ କେ ମିସା ପାପର୍ଲାଗି ନାଡାଇ ଅଇବାର୍ ନାଇ । ସେଟାର୍ଲାଗି ତମର୍ ମନ୍ ଆଁଟ୍ ଅଇଜାଇସି । ଆମର୍ ଜିଇବାକାଇବା ଦିନ୍ ସାର୍ବାଜାକ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଏ ବିସଇ ଜାଗ୍ରତ୍ କରାଇବାର୍ ଆଚେ । ୧୪ କାଇକେବଇଲେ ଆମେ ଜଦି ସାରାସାରି ଦିନ୍ ଜାକ ଆମର୍ ବିସ୍ବାସ୍ ଡାଁଟ୍ ସଙ୍ଗ୍ ଦାରିରଇବୁ, ସେନ୍ତାର୍ଆଲେ ଆମେ ସବୁଲକ୍ କିରିସ୍ଟର୍ ସଙ୍ଗ୍ ବାଗ୍ ନେଇ ମିସିକରି ରଇବୁ ।
୧୫ ଦରମ୍ସାସ୍ତରେ ଏନ୍ତାରି ଲେକା ଅଇଲାଆଚେ
୧୬ ପର୍ମେସରର୍ ବାକିଅ ସୁନିକରି ମିସା ଜେତ୍କି ଲକ୍ ତାକେ ବିରଦ୍ କଲାଇ, ସେ ଲକ୍ମନ୍ କେ ? ଜନ୍ ଲକ୍ମନ୍କେ ମସା ମିସର୍ଦେସେଅନି ବାର୍କରାଇ ଆନିରଇଲା ସେମନ୍ ନ ଅଅତ୍ କି ? ୧୭ ଚାଲିସ୍ ବରସ୍ ଜାକ ପର୍ମେସର୍ କନ୍ ଲକ୍ମନ୍କେ ରିସା ଅଇରଇଲା, ସେମନ୍ କେ ? ଜନ୍ ଲକ୍ମନ୍ କି ପାପ୍ କରିରଇଲାଇ ଆରି ମରୁବାଲି ବୁଏଁ ମରିଜାଇରଇଲାଇ, ସେମନ୍ ନଅତ୍ କି ? ୧୮ ପର୍ମେସର୍ ଜେବେ ସପତ୍କରି କଇରଇଲା ଜେ, ସେମନ୍ ତାର୍ ପୁଣ୍ଡ୍ବାଦେସେ କେବେମିସା ପୁରି ନାପାରତ୍, ସେବେଲେ ସେ କନ୍ ଲକ୍ମନ୍କେ କଇରଇଲା ? ଜନ୍ଲକ୍ମନ୍ ତାର୍ କାତା ନିଚ୍ତେ ରଇଲାଇ ସେମନ୍କେସେ । ୧୯ ଆମେ ଏନ୍ତାରି ଜାନୁ ଜେ, ସେମନ୍ ବିସ୍ବାସ୍ କରତ୍ ନାଇଜେ ପର୍ମେସର୍ ତିଆର୍ କରିରଇବା ପୁଣ୍ଡ୍ବା ଜାଗାଇ ସେମନ୍ ପୁରି ନାପାର୍ଲାଇ ।
<- ଏବ୍ରି 2ଏବ୍ରି 4 ->