୯ ଏ ମର୍ ବାଇବଇନିମନ୍, ନିଜର୍ ନିଜର୍ ବିତ୍ରେ ଦସ୍ ଦାରାଦାରି ଉଆ ନାଇ । ସେନ୍ତିଆଲେ ମାପ୍ରୁ ତମ୍କେ ବିଚାର୍ ନ କରେ । ଦେକା ବଡ୍ ବିଚାର୍କାରିଆ ଲଗେ ଆଚେ । ୧୦ ମର୍ ବାଇବଇନିମନ୍, ଜନ୍ ବବିସତ୍ବକ୍ତାମନ୍ ମାପ୍ରୁର୍ ନାଉଁ ଦାରି କାତାଦେଇ ରଇଲାଇ, ସେମନ୍କେ ଏତାଆ । ଦୁକ୍କସ୍ଟ ଆଇଲାବେଲେ । ସେମନ୍ ମୁର୍ଚିକରି ରଇଲାଇ । ତମେମିସା ସେନ୍ତାରି ଅଇକରି ମନେ ଏତାଆ । ୧୧ ସେମନ୍ ମୁର୍ଚିକରି ରଇଲାର୍ପାଇ ବଲି କେଡେକରମର୍ ଲକ୍ ବଲି କଇଲୁନି । ସେନ୍ତାରିସେ ଆୟୁବ୍ ବେସି ଦିନ୍ଜାକ ମୁର୍ଚିକରି ରଇଲାଟା ତମେ ସୁନି ଆଚାସ୍ । ସାରାସାରି ପଚେ ମାପ୍ରୁ ଜନ୍ରକାମ୍ ତାକେ ବାଉଡାଇଦେଲାଟା ଜାନିଆଚାସ୍ । କାଇକେ ବଇଲେ ଆମର୍ ମାପ୍ରୁ ଦୟାକର୍ସି ଆରି ପୁରାପୁରୁନ୍ କଲିକରମ୍ ଦେକ୍ବା ମାପ୍ରୁ ।
୧୨ [b]ଏ ମର୍ ବାଇବଇନିମନ୍, ତମେ କାତା ଦେଲା ବେଲେ ରାନ୍ ନିୟମ୍ ପାକାଆ ନାଇ । ସରଗର୍ କି ଏ ଜଗତର୍ ନାଉଁ ଦାରିକରି କାଇ ବିସଇ ରାନ୍ ପାକାଆ ନାଇ । ତମର୍ ଅଇବା କାତାଆଲେ “ ଉଁ ” ଆରି, ନ ଅଇବା କାତା ଆଲେ “ ନାଇ ” ବଲିକୁଆ । ସେନ୍ତାର୍ ରଇଲେ, ତମେ ପର୍ମେସରର୍ ବିଚାର୍ନାଟାନେ ଡଣ୍ତ୍ ନ ପାଆସ୍ ।
୧୩ ତମର୍ ବିତ୍ରେ କେ ଜଦି ଦୁକ୍ ଜଞ୍ଜାଲେ ରଇଲେ, ସେ ପାର୍ତନା କର । କେ ଜଦି ସାର୍ଦାସଙ୍ଗ୍ ଆଚେ ବଇଲେ, ସେ ପର୍ମେସରର୍ ଡାକ୍ପୁଟାର୍ ଗିତ୍ ଗାଅ । ୧୪ [c]କେ ଜଦି ଜର୍ଦୁକା ଅଇ ରଇଲେ ସେ ମଣ୍ଡଲିର୍ ପାର୍ଚିନ୍ମନ୍କେ ଡାକାଆ, ସେମନ୍ ମାପ୍ରୁର୍ ନାଉଁଦାରି ଚିକନ୍ ରକଇ କରି ତାକେ ଲାଗାଇ, ପାର୍ତନା କର୍ବାଇ । ୧୫ ବିସ୍ବାସ୍ ସଙ୍ଗ୍ ସରପ୍ଲା ପାର୍ତନା ଜରର୍ ଲକ୍କେ ନିମାନ୍ କରି ଉଟାଇସି । ଜଦିସେ ପାପ୍କରି ରଇସି ବଇଲେ ମାପ୍ରୁ ତାକେ କେମା କର୍ସି । ନିଜର୍ ନିଜର୍ ଲଗେ ପାପ୍ କଲାଟା ଜାନାଆ ଆରି ନିଜର୍ ନିଜର୍ ପାଇ ପାର୍ତନା କରା । ସେନ୍ତାର୍ କଲେ, ତମେ ନିକ ଅଇସା । ୧୬ ଗଟେକ୍ ଦରମ୍ ଲକ୍ ପାର୍ତନା କଲାଟା ବେସି ବପୁ ରଇସି ଆରି ସେ ପାର୍ତନାର୍ ଉତର୍ ଦେକିଅଇସି । ୧୭ ଏଲିଅର୍ ବିସଇ ବାବିଦେକା, ସେ ମିସା ଆମର୍ ପାରାସେ ରଇଲା । ପୁର୍ବେ ଇସ୍ରାଏଲ୍ ଦେସେ ପାନି ନ ମାର ବଲି ସେ ମନ୍ଦିଆନ୍ ଦେଇ ପାର୍ତନା କର୍ତେରଇଲା । ସେଟାର୍ପାଇ ସେ ଦେସେ ତିନ୍ ବରସ୍ ଚ ମାସ୍ ଜାକ ପାନି ମାରେ ନାଇ । ୧୮ ଆରି ତରେକ୍ ପାନି ମାର ବଲି ପାର୍ତନା କଲାକେ ବାଦ୍ଲେଅନି ପାନି ମାର୍ଲା । ତେବର୍ପାଇ ଜମିଟାନେ ତାସ୍ ଅଇଲା ।
୧୯ ଏ ମର୍ ବାଇବଇନିମନ୍ ତମର୍ ବିତ୍ରେ ଜଦି କେ ସତ୍ ବାଟ୍ ଚାଡିକରି ବିନ୍ ବିନ୍ ବାଟେ ଗାଲେ, ତାକେ କେ ଆଲେ ଜାଇ ବାଉଡାଇ ଆନ୍ଲେ, ୨୦ [d]ଏତାଇରୁଆଜେ, କେ ଜଦି, ଗଟେକ୍ ପାପିକେ ବୁଲ୍ବାଟେଅନି ବାଉଡାଇ ଆନ୍ସି, ସେ ତାକେ ମରନେଅନି ରକିଆ କର୍ସି । ଆରି ସେ ଲକର୍ ଜବର୍ ପାପ୍ ରଇଲେ ମିସା ତାକେ କେମା ଅଇସି ।
<- ଜାକୁବ 4