୧ ଏତ୍କି ବିତ୍ରେ ଜିସୁ ନିସ୍ତାର୍ ପରବ୍ ଅଇବାକେ ଚ ଦିନର୍ ଆଗ୍ତୁ ବେତ୍ନିଆ ଗାଲା । ତେଇ ଲାଜାରର୍ ଗର୍ । ଜିସୁ ଏ ଲାଜାର୍କେସେ ମଲାଟାନେଅନି ଉଟାଇରଇଲା । ୨ ସେ ରାତି ତେଇ ଜିସୁର୍ପାଇ ଗଟେକ୍ ବଜି ଟିକ୍ କଲାଇ । ଆରି ମାର୍ତା ସେମନ୍କେ କୁଆପୁଚା କରାଇତେରଇଲା । ଲାଜାର୍ ଜିସୁର୍ ସଙ୍ଗ୍ ବଜିତେଇ ବସି ରଇଲା ।
୩ [a]ସେଡ୍କିବେଲେ ମରିୟମ୍ ଜଟାମାଉଁସ୍ ନାଉଁର୍ ବେସି ଦାମେ ତିଆର୍ ଅଇଲା ଅଦ୍ ଲିଟର୍ ବାସ୍ନା ଚିକନ୍ ଆନି ଜିସୁର୍ ପାଦେ ରକଇ ନିଜର୍ ଚେଣ୍ଡିସଙ୍ଗ୍ ପୁଚିଦେଲା । ଆରି ସେ ଚିକନର୍ ସୁନ୍ଦର୍ ବାସ୍ନା ଗୁଲାଇ ଗର୍ ଗମ୍କିଗାଲା । ୪ ଜିସୁର୍ ସିସ୍ମନର୍ ବିତ୍ରେ ଅନି ଇସ୍କାରିୟତ୍ ଜିଉଦା ନାଉଁର୍ ସିସ୍, ଜେ କି ଜିସୁକେ ସତ୍ରୁମନ୍କେ ସର୍ପିଦେବାକେ ଜାଇତେ ରଇଲା, ସେ କଇଲା, ୫ “ଏ ବାସ୍ନା ଚିକନ୍ ତିନ୍ ସଅ ରୁପା ଟାଙ୍ଗାକେ ବିକିକରି ସେ ଡାବୁ ଗରିବ୍ ଲକ୍ମନ୍କେ ଦେଲେ ନଇତା କି ?” ୬ ଇସ୍କାରିୟତ୍ ଜିଉଦା ଗରିବ୍ ଲକ୍ମନର୍ପାଇ ଚିନ୍ତା କର୍ତେରଇଲାଜେ ଏନ୍ତି କଇଲା ବଲି ନାଇ, ମାତର୍ ସେ ଗଟେକ୍ ଚର୍ । ତାର୍ ଦାଇତେ ରଇଲା ଟାଙ୍ଗାମୁନା ଟାନେଅନି ସେ ନିଜର୍ ପାଇ କେତେକ୍ କେତେକ୍ ଲୁଚାଇ ନେଇତେରଇଲା ।
୭ ମାତର୍ ଜିସୁ କଇଲା, “ତାକେ କାଇଟା ବଲି କୁଆ ନାଇ, ତାର୍ଟାନେ ଜେତ୍କି ଆଚେ, ସେଟା ଜେନ୍ତିକି ମର୍ ସମାଦି ଦିନର୍ପାଇ ସଙ୍ଗଇଆଚେ । ୮ ଗରିବ୍ ଲକ୍ମନ୍ ତା ସବୁବେଲେ ତମର୍ ସଙ୍ଗ୍ ରଇଲାଇନି, ମାତର୍ ମୁଇ ସବୁବେଲେ ନ ରଇ ।”
୧୨ ତାର୍ ଆର୍କର୍ ଦିନେ ରକିଆପାଇବା ପରବେ ଆସିରଇବା ବେସି ଲକ୍ମନ୍ ଜିସୁ ଜିରୁସାଲାମ୍ ଆଇଲାନି ବଲି ସୁନ୍ଲାଇ । ୧୩ ସେଟାର୍ ପାଇ ସେମନ୍ କଜ୍ରିଡାଲ୍ ଦାରି ଜିସୁକେ ବେଟ୍ଅଇବାର୍ ଗାଲାଇ, ଆରି ଆଉଲିଅଇକରି କଇଲାଇ, “ଅସାନା, ଜେ ମାପ୍ରୁର୍ ନାଉଁଦାରି ଆଇଲାନି ତାର୍ ମଙ୍ଗଲ୍ ଅ, ପର୍ମେସର୍ ତାକେ ଆସିର୍ବାଦ୍ କର । ସେ ଇସ୍ରାଏଲର୍ ରାଜା ଡାକ୍ପୁଟା ପାଅ ।”
୧୪ ଆରି ଜିସୁ ଗଟେକ୍ ଗଦ ପିଲାର୍ ଉପ୍ରେ ବସି ଆଇତେ ରଇଲା । ଜେନ୍ତିକି ସାସ୍ତରେ ଲେକାଅଇଲା ଏ ବବିସତ୍ କାତା ସିଦ୍ ଅଇଲା ।
୧୬ ପର୍ତୁମ୍ ପର୍ତୁମ୍ ଜିସୁର୍ ସିସ୍ମନ୍ ଏ ବିସଇ ବୁଜି ନ ରଇଲାଇ । ମାତର୍ ଜିସୁ ଜେଡେବେଲା ମଲାଟାନେଅନି ଉଟ୍ଲା ପଚେ ଏ ସବୁଜାକ ଲେକା ଏତାଇଲାଇଜେ, ସାସ୍ତରେ ତାର୍ ବିସଇସେ ଲେକା ଅଇରଇଲା । ଆରି ସେମନ୍ ତାର୍ ପାଇ ସବୁ କାମ୍ କରିରଇଲାଇ । ୧୭ ଜିସୁ ଲାଜାର୍କେ ମଲାଟାନେଅନି ଉଟାଇକରି ସମାଦିଅନି ବାରଇବାକେ କଇଲାବେଲେ ଜନ୍ ଲକ୍ମନ୍ ଜିସୁର୍ ସଙ୍ଗ୍ ରଇଲାଇ, ସେମନ୍ ସେ ଗଟ୍ନା ବିସଇର୍ ସାକି ଦେବାର୍ ଦାର୍ଲାଇ । ୧୮ ସେଟାର୍ପାଇ ଲକ୍ମନ୍ ତାକେ ବେଟ୍ଅଇବାକେ ଜାଇରଇଲାଇ । କାଇକେବଇଲେ ସେ ଆକା ଏ କାବା ଅଇବା କାମ୍ମନ୍ କଲାନି ବଲି ସେମନ୍ ସୁନିରଇଲାଇ । ୧୯ ତେଇ ପାରୁସିମନ୍ ତାକର୍ ତାକର୍ ବିତ୍ରେ କୁଆବଲା ଅଇଲାଇ, “ଦେକ୍ଲାସ୍ନି କାଇକି, ଆମେ ଚେସ୍ଟା କଲାଟା ଗଟେକ୍ ମିସା ଅଏନାଇ, ଦେକାନି ଗୁଲାଇ ଦୁନିଆଜାକ ତାର୍ ପଚେ ଗାଲାନି ।”
୨୨ ପିଲିପ୍ ଜାଇ ଆନ୍ଦ୍ରିୟକେ ଏ କବର୍ ଜାନାଇଲାକେ ସେମନ୍ ଜାଇ ଜିସୁକେ କଇଲାଇ । ୨୩ ଜିସୁ ସେମନ୍କେ କଇଲା, “ପର୍ମେସର୍ତେଇ ଅନି ଆଇଲା ନର୍ପିଲା ମୁଇ ଡାକ୍ପୁଟା ପାଇବା ବେଲା ଆସି କେଟି ଆଚେ । ୨୪ ମୁଇ ତମ୍କେ ସତ୍କାତା କଇଲିନି ଜଦି ଗଅମ୍ ମୁଞ୍ଜି ବୁଏଁ ଅଦ୍ରି ନ ମର୍ବା ଜାକ ସେନ୍ତିସେ ରଇସି । ସେଟା ମଲେ ସେ ବେସି ମୁଞ୍ଜି ଦାର୍ସି । ୨୫ [b]ଜେ ନିଜର୍ ଜିବନ୍କେ ବେସି ଆଲାଦ୍ କର୍ସି, ସେ ସେଟା ଆରାଇସି । ଜେ ନିଜର୍ ଜିବନ୍ ଗିନ୍ କର୍ତେରଇସି, କାଲ୍ କାଲ୍ ଜୁଗ୍ ଜୁଗ୍ ଜାକ ତାର୍ ଜିବନ୍ ରକିଆ କର୍ସି । ୨୬ ଜନ୍ ଲକ୍ ମର୍ ସେବା କର୍ବାକେ ମନ୍ କଲାନି, ସେ ମର୍ ସଙ୍ଗ୍ ଆସ । ମୁଇ ଜନ୍ ଜାଗାଇ ରଇବି, ମର୍ ସେବା କାମ୍ କର୍ବା ଲକ୍ମନ୍ମିସା ସେ ଜାଗାଇ ରଇବାଇ । ଆରି ସେ ମର୍ ଆରି ମର୍ ବାବା ପର୍ମେସରର୍ ସନ୍ମାନ୍ ପାଇସି ।”
୨୯ ତେଇ ଟିଆଅଇ ରଇଲା ଲକ୍ମନ୍ ଏ ସବଦ୍ ସୁନି କରି “ଏଟା ବାଦଲ୍ ଗୁଡ୍ଗୁଡ୍ଲା” ବଲି କଇଲାଇ । ମାତର୍ ଅଦେକ୍ ଲକ୍ମନ୍, “ସର୍ଗେଅନି ଗଟେକ୍ ଦୁତ୍ ତାର୍ ସଙ୍ଗ୍ କାତା ଅଇଲାନି” ବଲି କଇଲାଇ ।
୩୦ ଜିସୁ ସେ ଲକ୍ମନ୍କେ କଇଲା, “ଏ ସବଦ୍ ମର୍ ପାଇ ଅଏନାଇ, ମାତର୍ ତମର୍ ପାଇସେ ଅଇଲା । ୩୧ ଏବେ ଏ ଦୁନିଆର୍ ବିଚାର୍ କର୍ବା ଦିନ୍ କେଟ୍ଲା ଆଚେ, ଏ ଦୁନିଆର୍ ସାସନ୍ କରୁକେ ମୁଇ ବାଇରେ ପିଙ୍ଗିଦେବି । ୩୨ ଆରି ମକେ କୁର୍ସେ ଟେକ୍ଲେ, ସବୁ ଲକ୍ମନ୍କେ ମର୍ବାଟେ ଜିକ୍ବି ” ବଲି କଇଲା । ୩୩ ସେ କେନ୍ତିଅଇ ମର୍ବାକେ ଗାଲାନି, ସେଟା ଜାନାଇବାକେ ଏନ୍ତି କଇରଇଲା ।
୩୪ ସେବେଲା ସବୁ ଲକ୍ମନ୍ ତାକେ କଇଲାଇ, “ମସିଅ ସବୁ ଦିନର୍ ପାଇ ବଁଚି ରଇସି ବଲି ଆମର୍ ସାସ୍ତରେ ଲେକା ଆଚେ । ତୁଇ କେନ୍ତି ପର୍ମେସରର୍ ପିଲାକେ କୁର୍ସେ ଟେକ୍ବାଇ ବଲି କଇଲୁସ୍ନି ? ଏନ୍ତିବଇଲେ ପର୍ମେସରର୍ ଟାନେଅନି ଆଇଲା ନର୍ପିଲା କେ ତେବେ ?”
୩୫ ଜିସୁ ସେମନ୍କେ କଇଲା, “ଏବେ ତମର୍ ମୁଆଟେ ଜନ୍ ଉଜଲ୍, ଉଜଲ୍ ଦେଲାନି, ସେଟା ଚନେକର୍ପାଇସେ ରଇସି । ଜନ୍ ଜାଗାଇ ଜିବାର୍ ଆଚେ, ଉଜଲ୍ ରଇତେ ଆକା ଇଣ୍ଡା । ସେନ୍ତାର୍ଆଲେ ତମ୍କେ ଆନ୍ଦାର୍ ନ ଡାବେ । ଆନ୍ଦାରେ ରଇବା ଲକ୍ କେନେ ଗାଲାନି ସେଟା ନାଜାନେ । ୩୬ ସେଟାର୍ ପାଇ ତମର୍ ଲଗେ ଉଜଲ୍ ରଇତେସେ ଉଜଲ୍ ପାରା ରଇବା ମର୍କାତା ବିସ୍ବାସ୍ କରା । ତେବେ ତମେ ଉଜଲର୍ ଲକ୍ ଅଇସା ” ବଲିକରି କଇଲା । ଜିସୁ ଏ କାତା କଇକରି ଉଟିଗାଲା ଆରି ସେମନ୍କେ ନ ଦେକାଇଅଇକରି ରଇଲା ।
୩୯ ସେଟାର୍ପାଇ ସେମନ୍ ବିସ୍ବାସ୍ ନ କର୍ତେରଇଲାଇ । ତେବେ ଜିସାୟ ଆରିତରେକ୍ କଇଲାଆଚେ,
୪୧ ଜିସାୟ ବବିସତ୍ବକ୍ତା ପୁର୍ବେ ଜିସୁ ମାପ୍ରୁର୍ ଏ ସବୁ ମଇମା ଜାନିରଇଲାଜେ ଏନ୍ତି ବଲି କଇରଇଲା ।
୪୨ ଏଲେ ମିସା ଜିଉଦି ନେତାମନର୍ ବିତ୍ରେଅନି କେତେ ଲକ୍ ତାକେ ବିସ୍ବାସ୍ କଲାଇ । ମାତର୍ ସେମନ୍ ପାରୁସି ମନର୍ଲାଗି ପାର୍ତନା ଗରେ ଅନି ବାର୍କରାଇଦେବାଇ ବଲି ଡରିକରି କାତାବାର୍ତା ନ ଅଇତେ ରଇଲାଇ । ୪୩ ସେମନ୍ ପର୍ମେସର୍କେ ମାନାଇବା ଟାନେଅନି ଲକ୍ମନ୍କେ ମାନାଇବାଟା ଅଦିକ୍ ନିକ ବଲି ବାବ୍ତେରଇଲାଇ ।