୬ ତେଇ ମାପ୍ରୁ କଇଲା, “ଏ ଅନିଆଇ ବିଚାର୍କାରିଆ କାଇଟା କର୍ବାକେ ବାଚ୍ଲା, ସେଟା ତମେ ସିକା । ୭ ସେନ୍ତି ଲାଚୁଆଁ ବିଚାର୍କାରିଆ ସେ ରାଣ୍ଡିମାଇଜିର୍ ବିଚାର୍ କଲା । ସେନ୍ତାର୍ ଆଲେ, ତାର୍ତେଇଅନି କେତେ ନିମାନ୍ ଇସାବେ ପର୍ମେସର୍ ସେ ବାଚ୍ଲା ଲକ୍ମନର୍ ଦିନ୍ରାତିର୍ ପାର୍ତନା ସୁନି ନିମାନ୍ ନିଆଇ ବିଚାର୍ କର୍ସି । ସେମନ୍କେ ସାଇଜ କର୍ବାକେ ସେ ଅଲ୍ସମ୍ ନ କରେ । ୮ ମୁଇ ତମ୍କେ କଇଲିନି, ସେ ଦାପ୍ରେସେ ତାର୍ ଲକ୍ମନର୍ପାଇ ନିମାନ୍ ନିଆଇବିଚାର୍ କର୍ସି । ମାତର୍ ପର୍ମେସର୍ ଟାନେଅନି ଆଇଲା ନର୍ପିଲା ମୁଇ ଆରିତରେକ୍ ଆଇବାବେଲେ ଏ ଦୁନିଆଇ, ମକେ ବିସ୍ବାସ୍ କର୍ବା ଲକ୍ମନ୍କେ ଦେକ୍ବି କି ନାଇ ?”
୧୩ ମାତର୍ ସେ ସିସ୍ତୁମାଙ୍ଗୁ ଦୁରିକେ ଟିଆଅଇ ପାର୍ତନା କର୍ବା ବେଲେ ସରଗ୍ବାଟେ ଦେକ୍ବାକେ ମିସା ମନ୍ ନକରି ନିଜର୍ ବୁକେ ମାରିଅଇ ଏନ୍ତି ପାର୍ତନା କଲା । “ଏ ପର୍ମେସର୍ ମୁଇ ଗଟେକ୍ ପାପି ଲକ୍ ମକେ ଦୟା କରା !” ୧୪ [a]ଜିସୁ ତାର୍ ସିସ୍ମନ୍କେ କଇଲା, “ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।”
୧୮ ଦିନେକ୍ ଗଟେକ୍ ଜିଉଦି ନେତା ଜିସୁକେ ପାଚାର୍ଲା, “ଏ ନିମାନ୍ ଗୁରୁ ! ନ ସାର୍ବା ଜିବନ୍ ମିଲାଇବାକେ ମୁଇ କାଇଟା କର୍ବାର୍ ଆଚେ ?”
୧୯ ଜିସୁ ତାକେ କଇଲା, ମକେ କାଇକେ ନିମାନ୍ ବଲି କଇଲୁସ୍ନି ? କାଇକେ ବଇଲେ ପର୍ମେସର୍ ଗଟେକ୍ ଲକ୍ସେ ନିମାନ୍ । ୨୦ ମାତର୍ ମୁଇ ତମ୍କେ କଇଲିନି “ବେସିଆ କାମ୍ କରା ନାଇ, କାକେ ମରାଆ ନାଇ, ବିନ୍ ଲକର୍ ଦିନ୍ସୁ ଚରାଆ ନାଇ, ମିଚ୍ ସାକି କୁଆ ନାଇ, ଆରି ତମର ମାଆବାବାର୍ କାତା ମାନା । ପର୍ମେସର୍ ମସାକେ ଏନ୍ତି ନିୟମ୍ ଦେଲାଆଚେ ଜାନି ଆଚୁସ୍ ।”
୨୧ ସେ ଲକ୍ ଜିସୁକେ କଇଲା, “ଏ ସବୁ ନିୟମ୍ ତା ମୁଇ ପିଲାବେଲେ ଅନି ମାନ୍ଲିନି । ମୁଇ ଆରି କାଇଟା କର୍ବାର୍ ଆଚେ ?”
୨୨ ଜିସୁ ଏଟା ସୁନି ତାକେ କଇଲା, ତର୍ଟାନେ ଆରି ଗଟେକ୍ ବିସଇ ଉନା ଆଚେ । ତର୍ ସବୁ ଦନ୍ ସଁପତି ବିକି ଗରିବ୍ ଲକ୍ମନ୍କେ ବାଟାକରିଦେସ୍ । ଏନ୍ତି କଲେ ତକେ ସର୍ଗେ ଦନ୍ ରଇସି । ଏଟା ସବୁ କଲା ପଚେ ତୁଇ ମର୍ ସଙ୍ଗ୍ ଆଉ । ୨୩ ମାତର୍ ସେ ଲକ୍ ଏ କାତା ସୁନି ମନ୍ ଦୁକ୍ ଅଇ ଉଟିଗାଲା । କାଇକେ ବଇଲେ ସେ ବେସି ସାଉକାର୍ ରଇଲା ।
୨୪ ସେ ଲକ୍ ମନ୍ଦୁକ୍ ଅଇଲାଟା ଦେକି ଜିସୁ ତାର୍ ସିସ୍ମନ୍କେ କଇଲା, “ସାଉକାର୍ ଲକ୍ମନ୍ ସରଗ୍ ରାଇଜେ ଜିବାଟା କେଡେ କସ୍ଟର୍ ବିସଇ ! ୨୫ ସେ ଲକ୍ମନ୍ ସରଗ୍ ରାଇଜେ ଜିବାଟାନେଅନି ଗଟେକ୍ ବଡ୍ ଜଁତ୍ ସୁଜିକାଣାବାଟେ ଚିଙ୍ଗ୍ଲି ଜିବାକେ ସଅଜ୍ ଅଇସି ।” ୨୬ ଏକାତା ସୁନ୍ତେ ରଇଲା ଲକ୍ମନ୍ କଇଲାଇ, “ଏନ୍ତି ବଇଲେ କେ ତେବେ ଉଦାର୍ ପାଇସି ?” ୨୭ ଜିସୁ କଇଲା, “ପର୍ମେସରର୍ ଟାନେ ନାପାର୍ଲା ବିସଇ କାଇଟା ନାଇ ।” ୨୮ ପିତର୍ ଜିସୁକେ କଇଲା, “ଦେକା ଆମର୍ ଗରର୍ ସବୁ ଚାଡିକରି ତମର୍ ସଙ୍ଗ୍ ଆଇଲୁଆଚୁ ।”
୨୯ ଜିସୁ ସେମନ୍କେ କଇଲା, “ଉଁ ମୁଇ ତମ୍କେ ସତ୍କାତା କଇଲିନି । ଜନ୍ ଲକ୍ ପର୍ମେସରର୍ ରାଇଜ୍ ପାଇ ନିଜର୍ ଗର୍ଦୁଆର୍, ମାଇଜିପିଲା, ବାଇବଇନି, ମାଆବାବା ଆରି ପିଲାଟକିକେ ଚାଡି ଆଚେ ବଇଲେ, ୩୦ ତାକେ ଏ ଦୁନିଆର୍ ଜିବନେ, ସେ ଜେତ୍କି ଚାଡି ରଇଲା ତାର୍ ତେଇ ଅନି ଅଦିକ୍ ମିଲ୍ସି । ଆରି ପଚେ ତାକେ ନ ସାର୍ବା ଜିବନ୍ ମିଲ୍ସି ।”
୩୧ ତାର୍ ପଚେ ଜିସୁ ତାର୍ ବାର୍ଟା ସିସ୍ମନ୍କେ ବିନେ ଡାକିନେଇ କଇଲା, “ସୁନା ! ଆମେ ଜିରୁସାଲମେ ଗାଲୁନି, ଜନ୍ବେଲା ଆମେ କେଟ୍ବୁ ସେବେଲା ପର୍ମେସର୍ ଟାନେଅନି ଆଇଲା ନର୍ପିଲା, ମର୍ ବିସଇ ନେଇ ବବିସତ୍ବକ୍ତାମନ୍ ଲେକି ରଇଲା ସବୁ ବିସଇ ପୁରାପୁରୁନ୍ ଅଇସି । ୩୨ ସେଟା କାଇଟା ବଇଲେ, ଜିରୁସାଲମେ ମକେ ରମିୟ ଲକ୍ମନ୍କେ ସର୍ପିଦେବାଇ ଆରି ସେମନ୍ ମକେ କିଜାଇବାଇ ଆରି ଲାଜ୍ କରାଇ, ମର୍ ଉପ୍ରେ ତୁକ୍ବାଇ । ୩୩ ତାର୍ପଚେ କର୍ଡା ସଙ୍ଗ୍ ମାର୍ବାଇ, ପଚେ ମକେ ମରାଇବାଇ । ମାତର୍ ତିନ୍ଦିନ୍ ପଚେ ମୁଇ ଆରି ତରେକ୍ ଜିବନ୍ ଅଇ ଉଟ୍ବି ।”
୩୪ ମାତର୍ ସିସ୍ମନ୍ ଏ ସବୁ କାତା ଅଲପ୍ ମିସା ବୁଜିନାପାର୍ଲାଇ, ସେ ବିସଇ ସେମନର୍ଟାନେଅନି ଲୁଚିରଇଲା ।
୩୫ ଜିସୁ ଜିରିଅ ଗଡେ କେଟାକେଟି ଅଇଲାବେଲେ ଗଟେକ୍ କାଣା ବାଟ୍ପାଲି ବସି ବିକ୍ ମାଙ୍ଗ୍ତେ ରଇଲା । ୩୬ ଜିସୁର୍ ସଙ୍ଗ୍ ଜିବା ଲକର୍ କାତା ସୁନି, “ଏଟା କାଇଟା ଅଇଲାନି ?” ବଲି ତେଇ ରଇଲା ଲକ୍ମନ୍କେ ପାଚାର୍ଲା ।
୩୭ ସେ ଲକ୍ମନ୍ କାଣାକେ କଇଲାଇ, “ନାଜରିତ୍ ଗାଉଁର୍ ଜିସୁ ଏ ବାଟେ ଗାଲାନି ।”
୩୮ ତେଇ ସେ ଆଉଲିଅଇ କଇଲା, “ଏ ଦାଉଦ୍ ରାଜାର୍ କୁଟୁମର୍ ପିଲା ଜିସୁ ! ତମେ ମକେ ଦୟା କରା ।”
୩୯ ଆଗେ ଜିବା ଲକ୍ମନ୍ କାଣାକେ ଦମ୍କାଇ କରି ଚୁପ୍ଅଇ ରଇବାକେ କଇଲାଇ । ମାତର୍ ସେ ଅଦିକ୍ ଅଦିକ୍ ଆଉଲି ଅଇ “ଏ ଦାଉଦ୍ ରାଜାର୍ କୁଟୁମର୍ ପିଲା ଜିସୁ ! ମକେ ଦୟା କରା !” ବଲି କଇଲା । ୪୦ ଜିସୁ ତାର୍ କାତା ସୁନି ଟିଆ ଅଇଲା ଆରି, “ତାକେ ମର୍ ଲଗେ ଆନା” ବଲି ଆଦେସ୍ ଦେଲା । ୪୧ କାଣା ବିକାରି ଜିସୁର୍ ଲଗେ ଆଇଲାଜେ, ଜିସୁ ତାକେ ପାଚାର୍ଲା, “ମୁଇ ତର୍ପାଇ କାଇଟା କର୍ବି ବଲି ମନ୍ କଲୁସ୍ନି ?” ସେ ଜିସୁକେ “ଏ ମାପ୍ରୁ, ମକେ ଦେକ୍ବା ବପୁ ଦିଆ । ସେନ୍ତି ମକେ ନିମାନ୍ କରିଦେ ।” ବଲି କଇଲା ।
୪୨ ତେବେ ଜିସୁ ତାକେ କଇଲା, “ତୁଇ ଦେକ୍ବାକେ ପାଆ ! ମୁଇ ତର୍ ଆଁକି ନିକ କର୍ବି କାଇକେ ବଇଲେ, ତୁଇ ମର୍ତେଇ ବିସ୍ବାସ୍ କରି ଆଚୁସ୍ ।” ୪୩ ସେ ଦାପ୍ରେ, ସେ କାଣା ଦେକି ପାର୍ଲା । ଆରି ପର୍ମେସର୍କେ ଦନିଅବାଦ୍ କରିକରି ଜିସୁର୍ ସଙ୍ଗ୍ ଗାଲା । ଏ ଗଟ୍ନା ଦେକ୍ଲା ସବୁ ଲକ୍ମନ୍ ପର୍ମେସରର୍ ଡାକ୍ପୁଟା କଲାଇ ।
<- ଲୁକ୍ 17ଲୁକ୍ 19 ->- a ମାତିଉ ୨୩:୧୨; ଲୁକ୍ ୧୪:୧୧