୧ ଜିସୁ ମନ୍ଦିରେଅନି ବାରଇ ଇଣ୍ଡିଜାଇତେ ରଇବାବେଲେ ସିସ୍ମନ୍ ମନ୍ଦିର୍ ପିଣ୍ଡା ଦୁଆରେ ରଇବା ବଡ୍ ବଡ୍ ପାକ୍ନା ବାଟେ ଦେକାଇଲାଇ । ୨ ଜିସୁ କଇଲା, “ଏବେ ସିନା ଏ ସବୁ ଦେକ୍ଲାସ୍ନି । ମୁଇ ତମ୍କେ ସତ୍ କଇଲିନି ଏ ମନ୍ଦିରର୍ ଗଟେକ୍ ମିସା ପାକ୍ନା ତାର୍ ଜାଗାଇ ନ ରଏ । ସବୁଜାକ ଅଦ୍ରି ବିଲିଜାଇସି ।”
୩ ଜିସୁ ଜିତ୍ ନାଉଁର୍ ଡଙ୍ଗର୍ ଉପ୍ରେ ବସିରଇଲା ବେଲେ, ତେଇ କେ ନ ରଇଲା ବେଲେ, ସିସ୍ମନ୍ ଆସି ତାକେ ପାଚାର୍ଲାଇ, “ଏ ସବୁଜାକ କେବ୍କେ ଅଇସି ଆମ୍କେ କୁଆ କାଇ ଗଟ୍ନା ଗଟ୍ଲେ ଆମେ ଜାନିପାର୍ବୁ ଜେ ତମର୍ ଆଇବା ବେଲା ଅଇଲାନି ଆରି ଏ ଜୁଗ୍ ସେସ୍ ଅଇସି ବଲି ?”
୧୫ ଦାନିଏଲ୍ ବବିସତ୍ବକ୍ତା ଟିକି ନିକି ଇସାବେ ଲେକିରଇବା ସେ ବାୟାବିକଲର୍ ଦିନ୍ ତମେ ଆରି ତରେକ୍ ଦେକ୍ସା । ସେଟା ସୁକଲ୍ ଜାଗାକେ ଅସୁକଲ୍ କରିଦେଇସି । ଇତିର୍ ଅରତ୍ କାଇଟା, ପଡ୍ଲା ଲକ୍ ବୁଜା । ୧୬ ସେବେଲେ ଜନ୍ ଲକ୍ମନ୍ ଜିଉଦା ରାଇଜେ ରଇବାଇ, ସେମନ୍ ଡଙ୍ଗ୍ରେ ପାଲାଅତ୍ । ୧୭ [c]ଜନ୍ ଲକ୍ମନ୍ ଚାଉନି ଉପ୍ରେ ରଇବାଇ, ସେମନ୍ ଗର୍ବିତ୍ରର୍ ଜିନିସ୍ ପତର୍ ନେବାକେ ତଲେ ଆସି ଚୁଚାଇ ଚୁଚାଇ ବେଲା ନ ଗଡାଅତ୍ । ୧୮ ଜନ୍ ଲକ୍ମନ୍ ପଦାଇ ଜାଇତେ ରଇବାଇ, ସେମନ୍ ତାକର୍ ଲୁଗା ପଚିଆ ନେବାକେ ଗରେ ନ ବାଉଡତ୍ । ୧୯ ସେଡ୍କିବେଲେ ଗାଗ୍ଡେ ରଇବା ମାଇଜିମନ୍ ଆରି ପିଲାକେ ଦୁଦ୍ କୁଆଇତେ ରଇବା ମାମନର୍ ଦସା କେଡେ ଇନସ୍ତା ଅଇସି । ୨୦ ଏ ସବୁ ଗଟ୍ନା ସିତ୍ ଦିନେ ନ ଅ । ସେଟାର୍ପାଇ ପର୍ମେସର୍କେ ପାର୍ତନା କର୍ତେ ରୁଆ, ଜେନ୍ତାରି କି ସିତ୍ମାସେ ନଇଲେ ବିସ୍ରାମ୍ବାରେ ତମ୍କେ ପାଲାଇବାକେ ନ ପଡେ । ୨୧ [d]ସେବେଲେ ଜନ୍ ଦୁକ୍ ପାଇବାକେ ପଡ୍ସି, ଦୁନିଆ ତିଆର୍ ଅଇଲାଟାନେଅନି ଆଜିକେ ଜାକ ଅଇ ରଇବା ସବୁ କସ୍ଟତେଇଅନି ଅଦିକ୍ ଅଇଜାଇସି । ସେନ୍ତାରି ଦୁକ୍ ଆଗ୍କେ ଆରି କେବେ ନ ଆସେ । ୨୨ ମାତର୍ ପର୍ମେସର୍ ଦୁକର୍ ବେଲା ଉନାକରି ଦେଇଆଚେ । ସେନ୍ତାରି ନ କରିରଇଲେ କେ ମିସା ନ ରଇତାଇ । ମାତର୍ ସେ ବାଚିରଇବା ଲକ୍ମନ୍କେ ଜିଆଇବାପାଇ ପର୍ମେସର୍ ସେ ବେଲା ଉନାକରି ଦେଇଆଚେ ।
୨୩ ସେବେଲେ କେ ଜଦି ତମ୍କେ ଇତି କିରିସ୍ଟ ଆଚେ ନଇଲେ ତେଇ ସେ ଆଚେ ବଲି କଇସି, ତାକେ ବିସ୍ବାସ୍ କରା ନାଇ । ୨୪ କାଇକେ ବଇଲେ ମୁଇ ନିଜେ ମସିଅ କି ମୁଇ ନିଜେ ବବିସତ୍ବକ୍ତା ବଲାଇଅଇତେ ରଇବା ଟକାବଣ୍ଡାକରୁମନ୍ ସେବେଲେ ଦେକାଇଅଇବାଇ । ସେମନ୍ କାବା ଅଇଜିବା କାମ୍ମନ୍ ଦେକାଇ ପର୍ମେସର୍ ବାଚି ରଇବା ଲକ୍ମନ୍କେ ମିସା ନାଡାଇବାଇ । ୨୫ ଦେକା, ସେ ବେଲା ନ ଆଇବା, ଆଗ୍ତୁ ମୁଇ ତମ୍କେ ଜାନାଇଦେଲିନି ।
୨୬ [e]“ଦେକା, ଜଦି ଲକ୍ମନ୍ ସେ ମରୁବାଲି ରଇବା ଜାଗାଇ ଆଚେ ବଲି କଇବାଇ, ତମେ ତେଇ ଜାଆ ନାଇ । କି ସେମନ୍ ଇତି ଦେକିଦେକା ସେ ଲୁଚିଆଚେ ବଲି କଇବାଇ, ସେମନ୍କେ ବିସ୍ବାସ୍ କରା ନାଇ । ୨୭ ଉଦିଆନ୍ ଦିଗେଅନି ବୁଡ୍ତି ଦିନ୍ ଜାକ ଜେନ୍ତାରି ବିଜ୍ଲି ମାରିକରି ଗୁଲାଇ ଆକାସ୍ ଉଜଲ୍ ଅଇସି, ସେନ୍ତାରି ଅଇକରିସେ ନର୍ପିଲା ମୁଇ ଆଇବି ।”
୨୮ [f]“ଜନ୍ତି ମଡା ପିଙ୍ଗି ରଇବାଇ, ତେଇ ମଡ୍କାଉ ଗିଦ୍ମନ୍ ରୁଣ୍ଡିରଇବାଇ ।”
୨୯ [g]ସେ ଦୁକର୍ବେଲା ସାର୍ବା ବେଲେ, ବେଲ୍ ଜାଉଁଲି ଜାଇସି, ଜନ୍ ଆରି ଉଜଲ୍ ନ ଡିସାଏ, ବାଦ୍ଲେଅନି ତାରାମନ୍ ଅଦର୍ବାଇ ଆରି ବାଦ୍ଲେ ଉଜଲ୍ ଦେବାଟାମନ୍ ସବୁ ବାଟ୍ ବାନା ଅଇଜିବାଇ । ୩୦ [h]ତାର୍ ପଚେ ନରପିଲା ମୁଇ ବାଦ୍ଲେ ଆଇବାଟା ଦେକ୍ସା । ଆରି ଡାକ୍ପୁଟାଅଇ ପାନି ବାଦ୍ଲେ ବପୁ ସଙ୍ଗ୍ ଆଇବାଟା ଦେକି ଦର୍ତନିର୍ ଲକ୍ମନ୍ କାନ୍ଦାବୁବା ଅଇଜିବାଇ । ୩୧ ବଡ୍ ମଇରି ବାଜ୍ସି । ଆରି ଗୁଲାଇ ସରଗର୍ ଗଟେକ୍ କନେ ଅନି ବିନ୍ ବିନ୍ କନେ ରଇବା ମର୍ ବାବା ବାଚି ରଇବା ଲକ୍ମନ୍କେ ଟୁଲିଆଇବାକେ ମୁନୁସ୍ ପିଲା ମୁଇ ମର୍ ଦୁତ୍ମନ୍କେ ପାଟାଇବି ।
୩୨ ଡୁମ୍ରି ଗଚେଅନି ସିକା । ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା । ୩୩ ସମାନ୍ ସେନ୍ତାର୍ସେ ଏ ସବୁ ଜାକ ଅଇବାଟା ଦେକ୍ଲେ, ସାରାସାରି ଦିନ୍କାଲ୍ ଆରାମ୍ ଅଇଲା ବଲି ତମେ ଜାନା ।
୩୪ “ ଏତାଇରୁଆ, ମୁଇ ସତ୍ କଇଲିନି, ଏବେ ଜିବନ୍ ରଇଲା ଲକ୍ମନର୍ ବିତ୍ରେଅନି ସବୁ ଲକ୍ ମର୍ବା ଆଗ୍ତୁ, ଏସବୁ ବିସଇ ଗଟ୍ସି । ୩୫ ସରଗ୍ ଆରି ମଚ୍ପୁର୍ କୁରୁପ୍ନାସ୍ ଅଇଜାଇସି, ମାତର୍ ମର୍ ସବୁ ବାକିଅ କେବେ ମିଚ୍ ନ ଅଏ ।
୩୬ “ସେ ଦିନ୍, ସେ ବେଲା କେବେ ଆଇସି, କେ କଇନାପାରତ୍ । ପର୍ମେସରର୍ ପିଲା ମୁଇ ମିସା କି ସରଗର୍ ଦୁତ୍ମନ୍ ମିସା ସେ କାତା ନାଜାନତ୍, ବାବା ପର୍ମେସର୍ ଆକା ଜାନିଆଚେ । ୩୭ ନଅର୍ ବେଲେ ଜେନ୍ତାରି ଗଟିରଇଲା, ସମାନ୍ ସେନ୍ତାରିସେ ନର୍ପିଲା ମୁଇ ଆଇବା ବେଲା ମିସା । ୩୮ ପୁର୍ତିବି ଉପ୍ରେ ପାନି ବର୍ତି ଅଇବାବେଲେ ଅନି ନଅ ପାନିଜାଜେ ପୁର୍ବା ଜାକ, ଲକ୍ମନ୍ କାଆ ପିଇ ଅଇ ବିବା କାମେ ତେରେପେତେ ଅଇରଇଲାଇ । ୩୯ ପାନିତେଇ ସେମନ୍ ବଅଁଲି ଜିବା ଜାକ, କାଇଟା ଅଇଲାନି, ଜାନି ନ ରଇଲାଇ । ନର୍ପିଲା ମୁଇ ଆଇବା ବେଲେ ସମାନ୍ ସେନ୍ତାରି ଅଇସି । ୪୦ ସେ ବେଲାଇ ପଦାଇ ପାଇଟି କର୍ତେ ରଇବା ଦୁଇ ଲକର୍ ବିତ୍ରେ ଅନି ଗଟେକ୍ ଲକ୍କେ ବାଚ୍ବାଇ ଆରି ଗଟେକ୍ ଲକ୍କେ ଚାଡିଦେବାଇ । ୪୧ ଗର୍ତେରଇବା ଦୁଇଟା ମାଇଜି ମନର୍ ବିତ୍ରେ ଅନି ଗଟେକ୍ ଲକ୍ ବାଚି ଅଇସି ଆରି ଗଟେକ୍ ଲକ୍ ରଇଜାଇସି । ୪୨ ସେନ୍ତି ବଇଲେ ତମେ ଜାଗ୍ରତ୍ ଅଇ ରୁଆ, କାଇକେ ବଇଲେ ତମର୍ ମାପ୍ରୁ କେଡେବେଲା ଆଇସି, ତମେ ନାଜାନାସ୍ । ୪୩ [i]କେଡେବଲ୍ ଚର୍ ପୁର୍ସି ବଲି ଜାନିରଇଲେ, ଗର୍ ସାଉକାର୍ ଜାଗ୍ରତ୍ ରଇ ଚର୍କେ ଗରେ ପୁର୍ବାକେ ନ ଦେଏ । ୪୪ ତମେ ମିସା ସବୁବେଲେ ଜାଗ୍ରତ୍ ରଇକରି ତିଆର୍ ଅଇ ରୁଆ । କାଇକେ ବଇଲେ ତମେ ଜାଗି ନ ରଇଲା ବେଲେସେ ନର୍ପିଲା ମୁଇ ଉଟିଆଇବି ।
୪୫ “ସେନ୍ତି ବଇଲେ କେ ତେବେ ନିମାନ୍ ଆରି ବୁଦି ରଇବା ଦାଙ୍ଗ୍ଡା ? ଜାର୍ ଉପ୍ରେ ସାଉକାର୍ ବିନ୍ ଦାଙ୍ଗ୍ଡାମନର୍ ଟିକ୍ ବେଲାଇ, କାଇବା କାଦି ଦେବା ଦାଇତ୍ ଦେଇରଇସି । ୪୬ ସାଉକାର୍ ବାଉଡି ଆଇଲା ବେଲେ ସେ ଦାଙ୍ଗ୍ଡା ଜଦି ଟିକ୍ ସଙ୍ଗ୍ କାମ୍ କରିରଇସି ବଇଲେ, ତାର୍ କେଡେକ୍ ନିକ କରମ୍ ! ୪୭ ମୁଇ ସତ୍ କଇଲିନି, ସେନ୍ତାରି ଦାଙ୍ଗ୍ଡାକେ ସାଉକାର୍ ଗଟେକ୍ ଦିନେ ତାର୍ ସବୁ ଦନ୍ ସଁପତିର୍ ଦାଇତ୍ ଦେଇ ଦେଇସି । ୪୮ ମାତର୍ ସେ ଦାଙ୍ଗ୍ଡା ଜଦି ‘ସାଉକାର୍ ନ ଆସେତା’ ବଲି ବାବ୍ସି ଆରି ୪୯ ବିନ୍ ଦାଙ୍ଗ୍ଡାମନ୍କେ ମାର୍ପିଟ୍ କରି ମଦୁଆମନର୍ ସଙ୍ଗ୍ କିଆପିଆ କର୍ତେ ରଇସି, ୫୦ ସେ ଜାଗ୍ରତ୍ ନ ରଇଲା ବେଲେ ଆରି ଜନ୍ ବେଲାଇ ସେ ନାଜାନି ରଏ, ସେ ଦିନେ ଆରି ସେ ବେଲାଇସେ ସାଉକାର୍ ବାଉଡିଆଇସି । ୫୧ ତାକେ ସେଡ୍କି ବେଲେ କଣ୍ଡ୍ କଣ୍ଡ୍ କରି କାଟି ଦେଇସି । ସେ ନାଡାଉମନର୍ ଦସାର୍ ଡଣ୍ଡ୍ ପାଇସି । ଆରି ସାରାସାରି ଦାଁତ୍ କାତ୍ରି ମାର୍ଚପ୍ ଅଇ କାନ୍ଦ୍ସି ।”
<- ମାତିଉ 23ମାତିଉ 25 ->