୧ [a]ତାର୍ପଚେ ସୁକଲ୍ଆତ୍ମା ଜିସୁକେ ମରୁବାଲି ବୁଏଁ ଡାକିନେଲା । ତେଇ ସଇତାନ୍ ତାକେ ପରିକା କଲା । ୨ ଜିସୁ ଚାଲିସ୍ ଦିନ୍ ଚାଲିସ୍ ରାତି ଉପାସ୍ ରଇକରି ବିତାଇଲା ପଚେ, ତାକେ ବେସି ବୁକ୍ କଲା । ୩ ସେଡ୍କିବେଲେ ସଇତାନ୍ ତାର୍ ଲଗେ ଆସି କଇଲା “ତୁଇ ଜଦି ପର୍ମେସରର୍ ପଅ, ତେବେ ଏ ପାକ୍ନାମନ୍ ‘ରୁଟି ଅଇଜା’ ବଲି ଆଦେସ୍ ଦେସ୍ ।”
୪ ମାତର୍ ଜିସୁ କଇଲା, “ସାସ୍ତରେ ଲେକାଆଚେ ମୁନୁସ୍ ଅବ୍କା ରୁଟି କାଇକରି ନ ବଁଚେ, ମାତର୍ ପର୍ମେସରର୍ ଟଣ୍ଡେ ଅନି ବାରଇବା ସବୁ ବାକିଅ ଟାନେ ବଁଚ୍ସି ।” ୫ ତେଇଅନି ସଇତାନ୍ ଜିସୁକେ ସୁକଲ୍ ଗଡ୍ ଜିରୁସାଲାମ୍ ଡାକିନେଲା । ତେଇ ତାକେ ମନ୍ଦିର୍ ଟିପେ ଟିଆ କରାଇ କଇଲା, ୬ “ତୁଇ ଜଦି ପର୍ମେସରର୍ ପଅ, ତେବେ ଇତିଅନି ତଲେ ଡେଗଇ ଦେସ୍, ସାସ୍ତରେ ଲେକା ଆଚେ,
୭ ଜିସୁ ସଇତାନ୍କେ କଇଲା, “ ପର୍ମେସରର୍ ସାସ୍ତରେ ଏନ୍ତି ଲେକାଆଚେ, ତୁଇ ତର୍ ମାପ୍ରୁ ପର୍ମେସର୍କେ ପରିକା କର୍ନାଇ ।”
୮ ତାର୍ ପଚେ ସଇତାନ୍ ଜିସୁକେ ବେସି ଉଁଚ୍ ରଇବା ଗଟେକ୍ ଡଙ୍ଗର୍ ଟିପେ ଡାକି ଦାରିଗାଲା । ଆରି ଦୁନିଆର୍ ସବୁ ରାଇଜର୍ ଦନ୍ ସଁପତି ଦେକାଇ କଇଲା, ୯ “ତୁଇ ଜଦି ମକେ ମାଣ୍ଡିକୁଟା ଦେଇ ଜୁଆର୍ କର୍ସୁ ବଇଲେ ମୁଇ ଏ ସବୁ ତକେ ଦେଇପାକାଇବି ।”
୧୦ ତେଇ ଜିସୁ ତାକେ କଇଲା “ମର୍ଟାନେଅନି ଦୁର୍ ଅ ସଇତାନ୍, ସାସ୍ତରେ ଲେକା ଆଚେ, ତୁଇ ପର୍ମେସର୍କେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।” ୧୧ ତାର୍ପଚେ ସଇତାନ୍ ଜିସୁକେ ଚାଡି ବାରିଗାଲା, ଆରି ଏଦେ ଦେକା ! ସରଗର୍ ଦୁତ୍ମନ୍ ଆସି ଜିସୁକେ ସେବା କର୍ବାର୍ ଦାର୍ଲାଇ ।
୧୨ [b]ତାର୍ପଚେ ଡୁବନ୍ ଦେଉ ଜଅନ୍ ବନ୍ଦି ଅଇଲାଆଚେ ବଲି ଜିସୁ ସୁନିକରି ଗାଲିିଲି ଉଟି ଗାଲା । ୧୩ [c]ତାର୍ ପଚେ, ସେ ନାଜରିତ୍ ଚାଡି କରି ସବ୍ଲୁନର୍ ଆରି ନପ୍ତାଲିନ୍ ନାଉଁର୍ ଜାଗା ଲଗେ ରଇବା ଗାଡ୍ କଣ୍ଡି ରଇଲା, କପରନାଉମେ ଜାଇ ବାସା କଲା । ୧୪ ଜେନ୍ତାର୍ କି ଜିସାୟ ବବିସତ୍ବକ୍ତାର୍ ଏ କାତା ପୁରୁନ୍ ଅଇଲା । ସେ କଇରଇଲା,
୧୭ [d]ସେ ବେଲାଇ ଅନି ଜିସୁ କଇବାର୍ ଆରାମ୍ କରି ଜାନାଇବାର୍ ଦାର୍ଲା । ପାପ୍ କର୍ବାତେଇଅନି ମନ୍ ବଦ୍ଲାଆ, ସରଗ୍ ରାଇଜ୍ ଲଗେ କେଟ୍ଲା ।
୧୮ ଜିସୁ ଗାଲିଲି ସମ୍ଦୁର୍ ପାଲି ରଇବା ଜାଗାମନ୍କେ ବୁଲ୍ବାବେଲେ ସିମନ୍ ଜାକେ କି ପିତର୍ ବଲି କଇବାଇ, ଆରି ତାର୍ ବାଇ ଆନ୍ଦ୍ରିୟ, ଏ ଦୁଇ ଲକ୍କେ ବେଟ୍ ଅଇଲା । ଏ ଦୁଇ ବାଇ ଗାଡେ ବଇଜାଲ୍ ମାରି ମାଚ୍ ଦାର୍ତେରଇଲାଇ । ୧୯ ଜିସୁ ସେ ଦୁଇ ବାଇକେ ଡାକି କଇଲା, “ମର୍ ସଙ୍ଗ୍ ଆସା, ମୁଇ ତମ୍କେ ଲକ୍ମନ୍କେ ମାପ୍ରୁର୍ବାଟେ ଆନ୍ବାଟା ସିକାଇବି ।” ୨୦ ସେଦାପ୍ରେ ସେମନ୍ ଜାଲ୍ ଚାଡି, ଜିସୁର୍ ପଚେ ପଚେ ଗାଲାଇ ।
୨୧ ଜିସୁ ଆରି ତେଇଅନି କଣ୍ଡେକ୍ ଦୁର୍ ଆଗେ ଜାଇ ଜେବଦିର୍ ପଅ ଜାକୁବ୍ ଆରି ତାର୍ ବାଇ ଜଅନ୍କେ ବେଟ୍ ଅଇଲା । ସେଡ୍କିବେଲେ ଏ ଦୁଇବାଇ ତାକର୍ ବାବା ସଙ୍ଗ୍ ଡଙ୍ଗାଇ ଜାଲ୍ ସାଜାଡ୍ତେ ରଇଲାଇ ।
୨୨ ଜିସୁ ସେମନ୍କେ ମିସା ଡାକ୍ଲା ଆରି ସେମନ୍ ଦାପ୍ରେ ଡଙ୍ଗା ଆରି ତାକର୍ ବାବାକେ ଚାଡିକରି ଜିସୁର୍ ସଙ୍ଗ୍ ଗାଲାଇ ।
୨୩ [e]ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା । ୨୪ ସିରିଆ ଦେସର୍ ଗୁଲାଇବାଟେ ତାର୍ ନାଉଁ ଜାନ୍ଲାଇ ଆରି ଲକ୍ମନ୍ ଡୁମା ଦାରିରଇବା, ମୁର୍ଚା ଅଇରଇବା, ଚେରେଙ୍ଗ୍ ଦାରି ରଇବା ଆରି ବିଆଦି ଦାରିରଇଲା ଲକ୍ମନ୍କେ ତାର୍ଲଗେ ଆନ୍ଲାଇ । ସେ ସବୁକେ ନିକ କଲା । ୨୫ ଆନି ରଇବା ସବୁ ଲକ୍ମନ୍କେ ଜିସୁ ନିକ କଲା । ଗାଲିଲି ଅନି ଆରି ଦସ୍ଟା ସଅରେଅନି, ଆରି ଜିରୁସାଲାମ୍, ଜିଉଦା ଆରି ଜର୍ଦନ୍ ସେବାଟେ ରଇଲା ଜାଗାମନର୍ତେଇଅନି ବେସି ଲକ୍ମନ୍ ଜିସୁର୍ ସଙ୍ଗ୍ ଗାଲାଇ ।
<- ମାତିଉ 3ମାତିଉ 5 ->