୬ ସେ ପର୍ମେସରର୍ ପାରା ସବୁ ରକାମ୍ ରଇଲେ ମିସା, ତାର୍ ସଙ୍ଗ୍ ସମାନ୍ଅଇ ରଇବା ଅଦିକାର୍ ନିଜର୍ପାଇ ଦାରିକରି ରଇବି ବଲି ମନ୍ କରେ ନାଇ ।
୭ ତାର୍ ବାଦୁଲେ ସେ ନିଜେ ମନ୍କରି, ତାକେ ରଇଲା ସବୁଟା ଚାଡିଦେଇ ଗଟେକ୍ ଗତିଦାଙ୍ଗ୍ଡାର୍ ରୁପ୍ ଦାରିଆଇଲା । ନର୍ ଲକ୍ ପାରା ଅଇକରି ନର୍ ଲକର୍ ବାନିମୁର୍ତି ଦାରି ଜାତ୍ଅଇଲା ।
୮ ନର୍ଲକ୍ ପାରା ଅଇ ଆଇଲାପଚେ, ସେ ପର୍ମେସରର୍ ଆଦେସ୍ ମାନିକରି, ନିଜ୍କେ ଆରି ଅଦିକ୍ ସାନ୍କଲା । ଲକ୍ମନ୍ ମରାଅତ୍ବଲି ସର୍ପାଇଅଇଲା । ଅବ୍କା ମର୍ବାକେ ନାଇ, ମାତର୍ କୁରୁସ୍ କାଟେ କୁଟିମାରାଇଅଇ ଚଗାଇଅଇବାକେ ମିସା ।
୯ ତେବର୍ପାଇ ପର୍ମେସର୍ ତାକେ ସବୁର୍ତେଇଅନି ଉପ୍ରେ ଉଟାଇଲା । ଆରି ସବୁର୍ ନାଉଁଟାନେଅନି ଅଦିକ୍ ଡାକ୍ପୁଟା ଆରି ଅଦିକାର୍ ରଇବା ନାଉଁ ତାକେ ଦେଲା ।
୧୦ ଜେନ୍ତିକି ସରଗ୍ପୁରେ, ମଚ୍ପୁରେ ଆରି ପାତାଲେ ରଇବା ସବୁ, ଜିସୁକେ ମାଣ୍ଡିକୁଟା ଦେଇ ଜୁଆର୍ କର୍ବାଇ । ସେଟାର୍ପାଇ ପର୍ମେସର୍ ଏ ସବୁ କଲାଆଚେ ।
୧୧ ଆରି ସବୁ ଲକ୍ ଜିସୁକିରିସ୍ଟସେ ମାପ୍ରୁ ବଲି ମାନିଅଇବାଇ । ଏନ୍ତାରି ଅଇଲେ ବାବା ପର୍ମେସର୍ ଡାକ୍ପୁଟା ପାଇସି ।
୧୪ ମୁର୍ମୁରା ଆରି କିରଜାଟି ନ ଅଇକରି ସବୁ ଲକ୍ଜାକ କାମ୍ କରା । ୧୫ ଏନ୍ତାରିକଲେ, ତମେ କାରାପ୍ କାମ୍ କଲାସ୍ନି ବଲି ବିନ୍ଲକ୍ କାଇ ଦସ୍ ନ ଦାରତ୍ ଆରି ତମେ ସୁକଲ୍ ଅଇସା । ପାପ୍କରି କାରାପ୍ କାମ୍ କର୍ବା ଲକ୍ମନର୍ ମଜାଇ ପର୍ମେସରର୍ ସିଦ୍ ପିଲାଟକି ଇସାବେ ତମେ ରଇସା । ତାକର୍ ବିତ୍ରେ ଆନ୍ଦାର୍ ଜଗତେ ଉଜଲ୍ ଜଟକ୍ଲା ପାରା ତମର୍ ଚଲାଚଲ୍ତି ଡିସ୍ସି । ୧୬ ନ ସାର୍ବା ଜିବନର୍ କବର୍ ସବୁ ଲକ୍କେ ଜାନାଆ । ଏନ୍ତାରିକଲେ, କିରିସ୍ଟ ବାଅଡ୍ବା ଦିନେ ମୁଇ ତମର୍ ବିସଇର୍ ଲାଗି ବଡ୍ପନ୍ ଅଇବି । ତମର୍ ବିତ୍ରେ ଆବଡ୍ ଅଇକରି କରିରଇବା କାମ୍ ଚୁଚାଇ ଅଏ ନାଇ ବଲି ସେ ଦିନେ ଡିସ୍ସି ।
୧୭ ସୁବ୍କବର୍ ବିସ୍ବାସ୍ କଲାର୍ପାଇ, ତମେ ଜେନ୍ତାରି ଦୁକ୍ କସ୍ଟ ପାଇକରି ମୁରଚ୍ଲାସ୍ନି, ସେନ୍ତାରିସେ ମୁଇ ମିସା ସୁବ୍କବର୍ ଜାନାଇଲାର୍ ପାଇ ଦୁକ୍ କସ୍ଟ ପାଇକରି ମରିମିସା ଜିବି । ସେନ୍ତାରିଅଇଲେ ମିସା ମୁଇ ନିଜେ ସାର୍ଦା ଅଇ ତମର୍ସଙ୍ଗ୍ ସାର୍ଦା କର୍ବି । ୧୮ ସେନ୍ତାରିସେ ତମେମିସା ସାର୍ଦା ଅଇକରି ମର୍ସଙ୍ଗ୍ ସାର୍ଦା କର୍ବାର୍ ଆଚେ ।
୨୫ ମାତର୍ ଆମର୍ ବାଇ ଏପାପର୍ଦିତକେ ତମର୍ଟାନେ ପାଟାଇବି ବଲି ମୁ ମନେ ମନେ ବାବ୍ଲିନି । ସେ ମର୍ ସଙ୍ଗ୍ କାମ୍ କରି ସୁବ୍କବରର୍ ଦେକାରକା ପାଇ ଆବଡ୍ କଲା । ତମର୍ ବାଦୁଲେ ମର୍ ସବୁ ବିସଇ ପୁରାପୁରୁନ୍ କର୍ବାକେ ତାକେ ତମେ ପାଟାଇରଇଲାସ୍ । ୨୬ କାଇକେ ବଇଲେ ସେ ତମ୍କେ ଦେକ୍ବାକେ ବେସି ମନ୍ କଲାନି । ଆରି ତାକେ ବେମାର୍ ଦାରାଇ ଅଇଆଚେ ବଲିକରି ତମେ ସୁନିକରି ଦାନ୍ଦାପାନ୍ଦା ଅଇରଇଲାସ୍ ବଲି ସେ ଜାନିରଇଲା । ୨୭ ଉଁ, ସେ ମର୍ବା ଉପ୍ରେ ରଇଲା । ଆରି ପର୍ମେସର୍ ତାକେ ଦୟାକଲା । ଅବ୍କା ତାକେସେ ନାଇ, ମାତର୍ ଜେନ୍ତିକି ମର୍ପାଇ ଦୁକ୍ଉପ୍ରେ ଦୁକ୍ ନ ଆସ ବଲି ମକେ ମିସା ଦୟାକଲା । ୨୮ ତେବର୍ପାଇ ମୁଇ ତାକେ ଆରିତରେକ୍ ବେସି ସାର୍ଦା ସଙ୍ଗ୍ ପାଟାଇଲିନି । ଜେନ୍ତିକି ତମେ ତାକେ ଆରିତରେକ୍ ଦେକି ସାର୍ଦା ଅଇସା ଆରି ମୁଇ ମିସା ଦୁକ୍ ନ କରି । ୨୯ ତେବର୍ପାଇ ତାକେ ଗଟେକ୍ ବିସ୍ବାସି ବାଇ ଇସାବେ ସାର୍ଦା ସଙ୍ଗ୍ ଡାକିନିଆ । ତାର୍ପାରା ଲକ୍ମନ୍କେ ସନ୍ମାନ୍ ଦିଆସ୍ । ୩୦ କାଇକେବଇଲେ କିରିସ୍ଟର୍ ଲାଗି ବଲିକରି ସେ ତାର୍ ଜିବନ୍ ବିପଦେ ପାକାଇଲା । ଆରି ତମେ ମର୍ଲାଗି ବଲିକରି ସେବାକାମେ ଜାଇଟାସବୁ ଉନା ଅଇଲାଆଚେ, ସେଟା ସବୁଜାକ ସେ ପୁରାପୁରୁନ୍ କଲା ।
<- ପିଲିପିୟ 1ପିଲିପିୟ 3 ->