୨ ଇୟଦିଆକେ ଆରି ସନ୍ତୁକେ ମୁଇ ବାବୁଜିଆକରି କଇଲିନି, ତମେ ଦୁଇଲକ୍ ଜାକ ମାପ୍ରୁର୍ ଲକ୍ ଅଇଆଚାସ୍ । ତେବର୍ ପାଇ ତମର୍ ବିତ୍ରେ ଗଟେକ୍ ମନ୍ ଅଇ ରାଜିଉଆ । ୩ ଆରି ବାଇ ଜେ କି ସବୁବେଲେ ମକେ ସାଇଜ କର୍ସୁ, ଏ ଦୁଇଟା ମାଇଜିମନ୍ ସାନ୍ତି ସଙ୍ଗ୍ ରଇବାକେ ତୁଇ ସାଇଜ କର୍ । କାଇକେବଇଲେ ସୁବ୍କବର୍ ଜାନାଇବା କାମେ ସେମନ୍ ମର୍ସଙ୍ଗ୍ ରଇକରି ବେସି ଆବଡ୍ ଅଇଲାଇ ଆଚତ୍ । ସେନ୍ତାରିସେ କେଲେମେନ୍ଟ ଆରି ବିନ୍ ଲକ୍ମନ୍ ମିସା ମର୍ ସଙ୍ଗ୍ କାମ୍ କର୍ତେରଇଲାଇ । ପର୍ମେସର୍ ତାର୍ ବଇଟାନେ ସେମନର୍ ସବୁ ଲକର୍ ନାଉଁ ଲେକ୍ଲା ଆଚେ । ସେ ସବୁ ଲକ୍ ନ ସାର୍ବା ଜିବନ୍ ପାଇଲାଇ ଆଚତ୍ ।
୪ ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।
୫ ଦରମ୍ ଅଇକରି ସବୁ ଲକର୍ ସଙ୍ଗ୍ ଚଲାଚଲ୍ତି କରା । ମାପ୍ରୁ ଆଇବା ଦିନ୍ କେଟି ଆଇଲାନି ବଲି ପାସ୍ରାନାଇ । ୬ କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ । ୭ ଏନ୍ତାରି କଲେ, ପର୍ମେସର୍ ତମ୍କେ ସାନ୍ତି ଦେଇସି । ଏ ସାନ୍ତି ଲକ୍ମନ୍ ବୁଜ୍ବା ସାନ୍ତିର୍ପାରା ନାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସ୍ଲାର୍ପାଇ ଜଦି ଏ ସାନ୍ତି ତମେ ପାଇଲେ, ତମର୍ ଜିବନେ କସ୍ଟ ଆଇଲେ ମିସା ନ ଡରିକରି, ଚିନ୍ତାକରି ଦାନ୍ଦା ନ ଅଇବାକେ ସାଇଜ କର୍ସି ।
୮ ସାରାସାରି ପଚେ ଏ ମର୍ ବାଇବଇନିମନ୍, ଜେତ୍କି ସବୁ ବିସଇ ନିକ ରଇସି, ଜେତ୍କି ସବୁ ବିସଇ ସନ୍ମାନ୍ ପାଇସି, ଜନ୍ ସବୁ ବିସଇ ସତ୍ ରଇସି, ଜନ୍ ସବୁ ବିସଇ ପାପ୍ ନଇତେ ରଇସି, ଜନ୍ ସବୁ ବିସଇ ଦରମ୍ ରଇସି, ଆରି ଡାକ୍ପୁଟା ରଇସି, ଏ ସବୁ ବିସଇନେଇ ଚିନ୍ତା କରା । ୯ ତମ୍କେ ମୁଇ ଜେତ୍କି ସବୁ ବିସଇ ସିକାଇରଇଲି, ଆରି ତମେ ମାନିରଇଲାସ୍ ସେଟା ସବୁ କର୍ତେରୁଆ । ମୁଇ ଜେତ୍କି ବିସଇ କଇତେରଇଲି, ସେଟା ସୁନ୍ତେରଇଲାସ୍ ଆରି ଜେତ୍କି ବିସଇ କର୍ତେରଇଲି, ସେଟା ଦେକିରଇଲାସ୍, ସେଟା ସବୁ କର୍ତେରୁଆ । ପର୍ମେସର୍ ତମର୍ସଙ୍ଗ୍ ରଇ ତମ୍କେ ସାନ୍ତି ଦେଇସି ।
୧୪ ଏନ୍ତାରି ଅଇଲେ ମିସା ଅବାବ୍ ରଇଲା ବେଲାଇ, ତମେ ମକେ ଦୟାଦେକାଇ ମର୍ପାଇ ସାଇଜ ପାଟାଇଲାସ୍ । ୧୫ ପିଲିପିଅତେଇ ରଇବା ବାଇବଇନିମନ୍, ତମେ ସତଇସେ ଜାନିଆଚାସ୍, ସିଗ୍ ପର୍ତୁମ୍ ସୁବ୍କବରର୍ ବିସଇ ସିକାଇବା ବେଲେ, ମୁଇ ମାକେଦନିଆଇଅନି ଜେଡେବଲ୍ ବାରଇ ଜାଇରଇଲି, । ବିସ୍ବାସି ମନର୍ ଦଲ୍ ବିତ୍ରେ, ତମର୍ ମଣ୍ଡଲିର୍ ବିସ୍ବାସିମନ୍ସେ ମକେ ଡାବୁ ଦାନ୍ କରିରଇଲାସ୍ । ୧୬ [a][b]ତେସଲନିକିଆ ନଅରେ ରଇବାବେଲେ ମିସା ମକେ ଲଡା ରଇଲାବେଲେ, ତମେ ଦୁଇତର୍ ଦାନ୍ ପାଟାଇଲାସ୍ । ୧୭ ତମ୍କେ ମୁଇ ଦାନ୍ ପାଟାଇତେରଅତ୍ ବଲି ଏନ୍ତାରି କଇନାଇ । ମାତର୍ ମକେ ସାଇଜ କଲାର୍ ପାଇ, ପର୍ମେସର୍ ତମ୍କେ ପୁରୁସ୍କାର ଦେଅ ବଲି ମୁଇ ମନ୍ କଲିନି । ୧୮ ତେବେ ତମେ ମର୍ପାଇ ପାଟାଇଲାଟା ସବୁଜାକ ମର୍ଟାନେ କେଟ୍ଲା ଆଚେ । ଆରି ସେଟା ମର୍ପାଇ ଅଦିକ୍ । ତମେ ପାଟାଇଲା ସବୁ ବିସଇ ଏପାପର୍ଦିସ୍ ମର୍ଲଗେ ଆନ୍ଲାକେ, ମକେ ଲଡାକେ ଆଇବା ସବୁ ମୁଇ ମିଲାଇଆଚି । ଏନ୍ତାରି କଲାକେ ତମେ ପର୍ମେସର୍କେ ସର୍ପି ଦେଲା ନିକ ବାସ୍ନା ଅଇବା ଦାନ୍ ପାରା ଅଇଲା ଆଚେ । ସେ ସେଟା ସଙ୍ଗଇକରି ସାର୍ଦା ଅଇଲାଆଚେ । ୧୯ ଜିସୁକିରିସ୍ଟ କରି ରଇବା କାମର୍ ଲାଗି, ବେସି ରଇବା ତାର୍ ଦନ୍ସଁପତି ଟାନେଅନି ସେ ତକେ ଲଡାକେ ଆଇବା ସବୁ ବିସଇ ଦେଇସି । ୨୦ ଆମର୍ ସରଗର୍ ବାବା ପର୍ମେସର୍ କାଲ୍ କାଲ୍ ଜୁଗ୍ଜୁଗ୍ ଡାକ୍ପୁଟା ପାଅ । ଆମେନ୍ !
୨୩ ମାପ୍ରୁ ଜିସୁକିରିସ୍ଟ ତମ୍କେ ଜିବନ୍ ଦୁକାଇ ଦୟା କଲାଟା ତମର୍ ବିତ୍ରେ ରଅ ।
<- ପିଲିପିୟ 3