୫ ସେ ପସୁକେ ୪୨ ମାସ୍ଜାକ ଅଦିକାର୍ ସଙ୍ଗଇବାକେ ଆରି ପର୍ମେସରର୍ ବିରୁଦେ ବଡ୍ପନ୍ କାତା କଇବାକେ ପର୍ମେସର୍ ଆଦେସ୍ ଦେଲା । ୬ ସେ ପସୁ ପର୍ମେସରର୍ ନାଉଁକେ, ସେ ରଇବା ଜାଗାକେ ଆରି ସର୍ଗେ ରଇବା ସବୁକେ ସାଇପ୍ ଦେବାର୍ଦାର୍ଲା । ୭ ପର୍ମେସର୍ ଲକ୍ମନର୍ ସଙ୍ଗ୍ ଜୁଇଦ୍ କରି ସେମନ୍କେ ଆରାଇବାକେ ତାକେ ଅଦିକାର୍ ଦିଆଅଇଲା । ସବୁ ବଁସର୍ ଉପ୍ରେ, ରାଇଜର୍ ଉପ୍ରେ, ବାସା ଉପ୍ରେ ଆରି ଜାତିର୍ ପାଇ ତାକେ ଅଦିକାର୍ ଦିଆଅଇଲା । ୮ ଦର୍ତନିଟାନେ ରଇବା ସବୁଲକ୍ ତାକେ ଜୁଆର୍କର୍ବାଇ । ଜିବନ୍ ରଇବା ଲକ୍ମନର୍ ବଇଟାନେ ନାଉଁ ଲେକାଅଇରଇବା ଲକ୍ମନ୍ସେ ତାକେ ଜୁଆର୍ ନ କରତ୍ । କାଇଟା ତିଆର୍ ନ ଅଇରଇବା ଆଗ୍ତୁ ଲେକା ଅଇଜାଇରଇଲା । ସେ ବଇ ମରାଇଜାଇରଇବା ମେଣ୍ଡାପିଲାର୍ଟା । ୯ କାନ୍ ରଇଲା ଲକ୍ ମନ୍ଦିଆନ୍ କରି ସୁନା । ୧୦ ପର୍ମେସରର୍ ଜଜ୍ନା ଇସାବେ ଜାର୍ କର୍ମେ ବନ୍ଦିଗରେ ରଇବାର୍ ଆଚେ, ସେ ବନ୍ଦିଗରେ ଜାଇସି । ପର୍ମେସରର୍ ଜଜ୍ନା ଇସାବେ ଜାର୍ କର୍ମେ କାଣ୍ଡାସଙ୍ଗ୍ ମର୍ବାର୍ଆଚେ, ସେ କାଣ୍ଡାସଙ୍ଗ୍ ମାରାଇଅଇସି । ମାତର୍ ପର୍ମେସରର୍ ଲକ୍ ବିସ୍ବାସ୍ ଦାରି ମୁର୍ଚିକରି ରଇବାର୍ଆଚେ ।
୧୧ ଏଦେ ଦେକା ! ତାର୍ପଚେ ଦର୍ତନି ଅନି ଆରିଗଟେକ୍ ପସୁ ବାରଇ ଆଇବାଟା ମୁଇ ଦେକ୍ଲି । ତାକେ ମେଣ୍ଡାପିଲାର୍ ସିଙ୍ଗ୍ପାରା ଦୁଇଟା ସିଙ୍ଗ୍ ରଇଲା ଆରି ଅସୁର୍ସାଁପ୍ ପାରା କାତା କଇତେରଇଲା । ୧୨ ଆଗ୍ତୁର୍ ପସୁର୍ପାରା ତାକେ ମିସା ଅଦିକାର୍ ରଇଲା । ସେ ଅଦିକାର୍ ସଙ୍ଗ୍ ସେ ସେବା କର୍ତେରଇଲା । ଜଗତେ ଆରି ଜଗତେରଇବା ସବୁ ଲକ୍ମନ୍କେ, ଆଗ୍ତୁର୍ ପସୁକେ ଜୁଆର୍ କରା ବଲି ଡରାଇତେରଇଲା । ଏତ୍କି ବିତ୍ରେ ପର୍ତୁମ୍ ପସୁର୍ ଗାଉ ସୁକିଜାଇତେରଇଲା ।
୧୩ ପଚର୍ ପସୁ ବଡ୍ ବଡ୍ କାବା ଅଇଜିବା କାମ୍ମନ୍ କଲା । ଦର୍ତନିଟାନେ ରଇବା ସବୁଲକ୍ ଦେକ୍ଲାପାରା ସର୍ଗେଅନି ଜଇ ବାର୍କରାଇତେରଇଲା । ୧୪ ପର୍ତୁମ୍ ପସୁର୍ ମୁଆଟେ କେତେକ୍ କେତେକ୍ କାବାଅଇଜିବା କାମ୍ମନ୍ କର୍ବାକେ ତାକେ ଅଦିକାର୍ ରଇଲା । ସେ କାବା ଅଇଜିବା କାମ୍ମନର୍ ଲାଗି ଦର୍ତନିତେଇ ରଇବା ସବୁ ଲକ୍ମନ୍କେ ନାଡାଇଲା । ପର୍ତୁମର୍ ପସୁ ଜେ କି କାଣ୍ଡାସଙ୍ଗ୍ ମାରି ରଇଲେ ମିସା ଜିଇ ରଇଲା, ତାକେ ଡାକ୍ପୁଟାର୍ପାଇ ଗଟେକ୍ ମୁର୍ତି ତିଆର୍କରୁ ବଲି ସେ ଲକ୍ମନ୍କେ କଇଲା । ୧୫ ପଚର୍ ପସୁ ଆଗ୍ତୁ ତିଆର୍ କରିରଇବା ପସୁର୍ ମୁର୍ତିତେଇ ପୁଣ୍ଡ୍ବାକେ ଅଦିକାର୍ ପାଇଲା । ଜେନ୍ତାରି କି ସେନ୍ତି କଲେ, ସେ ମୁର୍ତି କାତା ଅଇକରି ତାକେ ଜୁଆର୍ ନ କର୍ବା ସବୁଲକ୍କେ ମରାଇସି । ୧୬ ସେ ପସୁ ସାନ୍ ବଡ୍ ଲକ୍ମନ୍କେ, ସାଉକାର୍ ଆରି ଅର୍କିତ୍ ଲକ୍ମନ୍କେ, ବନ୍ଦି ଆରି ମୁକ୍ଲିରଇବା ଲକ୍ମନ୍କେ ଆରି ସବୁକେ ତାକର୍ ଉଜାଆତେ ନଇଲେ ତାକର୍ କାପାଲେ ଗଟେକ୍ ଚିନ୍ ଗଦ୍ବାକେ ଡରାଇଲା । ୧୭ ଏ ଚିନ୍ ନ ଅଇତେ କେ ମିସା ଗେନା ବିକା କରି ନାପାର୍ଲାଇ । ଏ ଚିନ୍ ଅଇଲାନି, ସେ ପସୁର୍ ନାଉଁ ନଇଲେ ସେ ନାଉଁ ବାଦ୍ଲିରଇବା ଲମର୍ ।
୧୮ ସେ ପସୁର୍ ନମରର୍ ଅରତ୍ ଗଟେକ୍ ଗିଆନ୍ ରଇବା ଲକ୍ସେ ଜାନିଅଇସି । କାଇକେବଇଲେ ସେ ନମର୍ ଗଟେକ୍ ଲକର୍ ନାଉଁର୍ ବାଦୁଲେ ଆଚେ । ସେ ନମର୍ ଅଇଲାନି ୬୬୬ ।
<- ପର୍କାସିତ 12ପର୍କାସିତ 14 ->- a ପର୍କାସିତ ୧୭:୩,୭-୧୨