୮ ତାର୍ପଚେ ଦୁଇଲମର୍ ଦୁତ୍ ମଇରି ପୁକ୍ଲା । ଆରି ଏଦେ ଦେକା ! ଗଟେକ୍ ବଡ୍ କୁପ୍ଲି, ଜନ୍ଟା ଜଇ ଲାଗ୍ତେରଇଲା, ସେଟା ସମ୍ଦୁର୍ ବିତ୍ରେ ପିଙ୍ଗା ଅଇଲା । ଆରି ସମ୍ଦୁରର୍ ପାନି ତିନ୍ବାଗେ ଅନି ଗଟେକ୍ ବାଗ୍ ବନି ଅଇଗାଲା । ୯ ଆରି ସମ୍ଦୁର୍ ବିତ୍ରେ ରଇବା ତିନ୍ବାଗେଅନି ଗଟେକ୍ ବାଗ୍ ଜଁତ୍ଜିଆଦ୍ ମରିଗାଲାଇ । ଆରି ତିନ୍ବାଗେଅନି ଗଟେକ୍ ବାଗ୍ ପାନି ଜାଜ୍ ମିସା କୁରୁପ୍ନାସ୍ ଅଇଗାଲା ।
୧୦ ତାର୍ପଚେ ତିନ୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ସେ ଦାପ୍ରେସେ ଆକାସେ ଅନି ଜଇଅଲା ପାରା ଲାଗ୍ତେରଇବା ଗଟେକ୍ ବଡ୍ ତାରା ବାଦ୍ଲେଅନି ଅଦର୍ଲା । ସେଟା ତିନ୍ବାଗେଅନି ଗଟେକ୍ ବାଗର୍ ଗାଡ୍ମନ୍କେ ଆରି ଜଲାମନର୍ ଉପ୍ରେ ଅଦର୍ଲା । ୧୧ ସେ ତାରାର୍ ନାଉଁ ଅଇଲାନି ଲାଗ୍ଦଣାତିକ୍ତତା । ତାରା ଅଦର୍ଲାକେ ତିନ୍ବାଗେ ଅନି ଗଟେକ୍ବାଗ୍ ପାନି ପିତା ଅଇଗାଲା । ସେ ପିତା ପାନି କାଇକରି ବେସିଲକ୍ମନ୍ ମରିଗାଲାଇ ।
୧୨ ତାର୍ପଚେ ଚାର୍ ଲମରର୍ ଦୁତ୍ ତାର୍ ମଇରି ପୁକ୍ଲା । ଆରି ଏଦେ ଦେକା ! ବେଲର୍ ତିନ୍ବାଗେଅନି ଗଟେକ୍ ବାଗ୍କେ ମାଡ୍ ଅଇଲା । ସେନ୍ତାରିସେ ଜନର୍ ତିନ୍ବାଗେଅନି ଗଟେକ୍ ବାଗ୍, ଆରି ତାରା ମନର୍ ତିନ୍ବାଗେ ଅନି ଗଟେକ୍ ବାଗ୍ ନସ୍ଟ ଅଇଗାଲା । ତେବର୍ ପାଇ ଜନ୍ ଆରି ତାରାମନର୍ ଉଜଲ୍ ଦେବାଟା ତିନ୍ବାଗେଅନି ଗଟେକ୍ ବାଗ୍ ଉନା ଅଇଗାଲା । ତାର୍ପଚେ ଦିନ୍ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଆରି ରାତି ମିସା ତିନ୍ବାଗେ ଅନି ଗଟେକ୍ ବାଗ୍ ଉଜଲ୍ ନ ରଇଲା ।
୧୩ ତାର୍ପଚେ ମୁଇ ଆରି ଦେକ୍ଲି ଆରି ଏଦେ ଦେକା ! ଗଟେକ୍ ଗିଦ୍ ବେସି ଉପ୍ରେ ଉଡ୍ତେରଇଲା । ଆରି ଆଉଲି କଇତେରଇଲା, “କାଇ ଇନସ୍ତା, କାଇ ଇନସ୍ତା । ଜେଡେବେଲେ ବାକି ତିନ୍ଟା ଦୁତ୍ମନର୍ ମଇରି ଟାନେଅନି ସବଦ୍ ଆଇଲାବେଲେ, ଦର୍ତନି ଟାନେ ରଇବା ସବୁ ଲକ୍ମନର୍ ପାଇ କେତେକ୍ ଇନସ୍ତା ଅଇସି ।”
<- ପର୍କାସିତ 7ପର୍କାସିତ 9 ->✡୮:୫ ପର୍କାସିତ ୧୧:୧୯;୧୬:୧୮