୩ ପରମେସର୍ ମକେ ଜିବନ୍ଦୁକାଇକରି ଅଦିକାର୍ ଦେଲାକେ ତମ୍କେ ସବୁ ଲକ୍କେ କଇଲିନି, । କେ ମିସା ମୁଇ ବିନ୍ ଲକର୍ଟାନେଅନି ବଡ୍ ବଲି ବାବାନାଇ । ପରମେସର୍ ତମ୍କେ ଜେତ୍କି ବିସ୍ବାସ୍ ଦେଲାଆଚେ, ସେତ୍କି ନିଜ୍କେ ବିଚାର୍ କରା । ୪ [a]ଆମ୍କେ ସବୁଲକ୍କେ ଗାଗ୍ଡେ ବିନ୍ ବିନ୍ ବାଗ୍ ଆଚେ । ସେ ଗାଗଡର୍ ବିନ୍ ବିନ୍ ବାଗର୍, ବିନ୍ ବିନ୍ କାମ୍ ଆଚେ । ୫ ସେନ୍ତାରିସେ ଆମେ ଜେତ୍କି ଲକ୍ କିରିସ୍ଟତେଇ ମିସ୍ଲୁଆଚୁ, ଆମେ ତାର୍ ଗାଗଡ୍ ଅଇଲୁଆଚୁ । ଗାଗଡର୍ ଆତ୍ ଗଡ୍ ପାରା ଆମେ ସବୁ ଲକ୍ ମିସିଆଚୁ । ୬ [b]ସେଟାର୍ ପାଇ ପରମେସର୍ ଆମ୍କେ ଜିବନ୍ ଦୁକାଇ ଜେତ୍କି ବିନ୍ ବିନ୍ ବପୁର୍ ଦାନ୍ ଦେଲା ଆଚେ, ସେ ସବୁ ବପୁ ଆମର୍ କାମେ ଲାଗାଇବାର୍ ଆଚେ । ଜଦି ଆମ୍କେ ପର୍ମେସରର୍ ବାକିଅ ଜାନାଇବା ବପୁ ଦେଲାଆଚେ, ସେନ୍ତାର୍ଆଲେ ଆମେ ପାଇରଇବା ବିସ୍ବାସ୍ ଇସାବେ ସେଟା କର୍ବାର୍ ଆଚେ । ୭ ଜଦି ଆମର୍ ସଙ୍ଗର୍ ଲକ୍କେ ସାଇଜ କର୍ବା ବପୁ ଦେଲାଆଚେ, ତେବେ ସେଟା କର୍ତେ ରଇବାର୍ ଆଚେ । ଜଦି ପର୍ମେସରର୍ ବାକିଅ ସିକାଇବାଟା ଦେଲାଆଚେ, ତେବେ ସେଟା ଜତନ୍ ସଙ୍ଗ୍ କର୍ବାର୍ ଆଚେ । ୮ ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।
୯ ବିନ୍ ଲକ୍ମନ୍କେ ଆଲାଦ୍ କର୍ବାର୍ ଆଲେ କାଇ କପଟ୍ ରଇବାର୍ ନାଇ । କାରାପ୍ ଚଲାଚଲ୍ତି ଗିନ୍ କରି, ସତ୍ ଚଲାଚଲ୍ତି ଚାଡ୍ବାର୍ ନାଇ ।
୧୦ ତମେ କିରିସ୍ଟର୍ଟାନେ ବାଇବଇନି ଅଇଲାର୍ ପାଇ, ଗଟେକ୍ ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କରି ସନ୍ମାନ୍ କରା । ୧୧ ନିସତ୍ ନଅଇକରି ଲାଗିରୁଆ । ଜିବନ୍ ପରାନ୍ ଦେଇକରି ପର୍ମେସର୍କେ ସେବା କରା । ୧୨ ଆମ୍କେ ରଇବା ଆସାର୍ ଲାଗି ଆମେ ସାର୍ଦା ଅଉଁ । ଦୁକ୍ କସ୍ଟ ଆଇଲେ ମୁର୍ଚିକରି ରଉଁ । ସବୁବେଲା ପର୍ମେସର୍କେ ପାର୍ତନା କର୍ତେ ରଉଁ । ୧୩ ଆମର୍ ଟାନେ ରଇବା ଅର୍କିତ୍ ବାଇବଇନିମନ୍କେ ସାଇଜ କରୁ । ନ ଜାନ୍ବା ଲକ୍ମନ୍ ଆମର୍ ଗରେ ଆଇଲେ ଗତିଆ କରି ଡାକିନେଉଁ ।
୧୪ [c]ଜନ୍ଲକ୍ମନ୍ ତମ୍କେ ନିନ୍ଦା କର୍ବାଇ, ସେମନ୍କେ ପରମେସର୍ ଆସିର୍ବାଦ୍ କରବଲି ପାର୍ତନା କରା । ସେମନ୍କେ ଆସିର୍ବାଦ୍ କରା, ସାଇପ୍ ଦିଆସ୍ ନାଇ । ୧୫ ଜଦି ଗଟେକ୍ ଲକ୍କେ ସାର୍ଦାର୍ ଦିନ୍ ଆଇଲାଆଚେ, ତେବେ, ତାର୍ ସଙ୍ଗ୍ ମିସି ସାର୍ଦା କରା, ଜଦି ଦୁକର୍ ଦିନ୍ ଆସିରଇଲେ, ସେ ଲକର୍ ସଙ୍ଗ ମିସି ଦୁକ୍ କରା । ୧୬ ସବୁ ଲକ୍କେ ସମାନ୍ ଇସାବେ ଆଲାଦ୍ ଦେକାଆ । ଆଁକାର୍ ବୁଦି ଚାଡିକରି ସଲଦ୍ ଅଇ ସାନ୍ ସାନ୍ କାମ୍ କର୍ବାକେ ମିସା ରାଜି ଉଆ । ନିଜ୍କେ ଗିଆନ୍ ରଇବାଲକ୍ ବଲି ଦେକାଇ ଉଆନାଇ ।
୧୭ କେ ତମ୍କେ ଅନିଆଇ କଲେ, ତାକେ ବେର୍ ଦାର୍ବାର୍ ନାଇ, ଜନ୍ ଚଲାଚଲ୍ତି ସବୁର୍ ମନ୍କେ ଜାଇସି, ସେଟା କର୍ତେରଇବାର୍ । ୧୮ ସବୁ ଲକର୍ ସଙ୍ଗ୍ ସୁସାରେ ଜିଇବାକେ ଜେତେକ୍ ପାରାସ୍, ସେତେକ୍ ଚେସ୍ଟା କରା । ୧୯ ମର୍ ଆଲାଦର୍ ବାଇବଇନିମନ୍, ଜଦି କେ ତମ୍କେ ଅନିଆଇ କଲେ, ତମେ ବେର୍ ଦାରାନାଇ, କାଇକେବଇଲେ, ପର୍ମେସର୍ସେ ଡଣ୍ଡ୍ ଦେଇସି । କାଇକେ ବଇଲେ ସାସ୍ତରେ ଲେକା ଆଚେ । ମାପ୍ରୁ କଇଲାନି, “ମୁଇ ବେର୍ ଦାର୍ବି । ମୁଇ ଡଣ୍ଡ୍ ଦେବି ।” ୨୦ ଏଲେ ସାସ୍ତରର୍ ଲେକା ଇସାବେ “ତମର୍ ସତ୍ରୁ ବୁକେ ରଇଲେ, ତାକେ କାଇବାକେ ଦିଆସ୍, ସସେ ରଇଲେ, ପାନି କୁଆ । ଏନ୍ତାର୍କଲେ ସେ ତମ୍କେ କରିରଇବା ଅନିଆଇର୍ ଲାଗି ବେସି ଲାଜ୍ ଅଇଜାଇସି ।” ୨୧ ମିଚ୍ କାମ୍ କରି ଆରିଜାଆ ନାଇ, ସବୁ ବିସଇ ସତ୍ ବାବେ କରି ଜିତିକରି ରୁଆ ।
<- ରମିଅ 11ରମିଅ 13 ->