୫ କାଇକେବଇଲେ ଆମେ ମରନେ ମିସି ତାର୍ ସଙ୍ଗ୍ ଗଟେକ୍ ଅଇଲୁ ଆଚୁ, ତାକେ ଆରିତରେକ୍ ଉଟ୍ବାତେଇ ମିସା, ତାର୍ ସଙ୍ଗ୍ ଗଟେକ୍ ଅଇକରି ରଇବୁ । ୬ ଆମେ ଜାନିଆଚୁ, କିରିସ୍ଟର୍ ସଙ୍ଗ୍ କୁର୍ସେ ଆମର୍ ପୁର୍ନା ଜିବନ୍ ମରିଗାଲାଆଚେ । ତେଇଅନି ଆମର୍ ପାପର୍ ଚଲାଚଲ୍ତି କୁରୁପ୍ନାସ୍ ଅଇଲା ଆଚେ ଆରି ଆମେ ପାପର୍ ଗତିଅନି ମୁକ୍ଲିଆଚୁ । ୭ କାଇକେବଇଲେ ମୁନୁସ୍ ମରିଗାଲେସେ, ପାପର୍ ବାନ୍ଦନେଅନି ରକିଆ ପାଇସି । ୮ ଆମେ ଜିସୁର୍ ସଙ୍ଗ୍ ମରିରଇଲାର୍ ପାଇ, ତାର୍ ସଙ୍ଗ୍ ମିସା ଜିବନ୍ ଅଇବୁ ବଲି ବିସ୍ବାସ୍ କଲୁନି । ୯ ଆମେ ଜାନୁ, କିରିସ୍ଟ ମଲାତେଇଅନି ଉଟ୍ଲାର୍ପାଇ, ସେ ଆରି କେବେ ମିସା ନ ମରେ । ତାର୍ ଉପ୍ରେ ଆରି କେବେ ମରନର୍ ସାସନ୍ ନ ଚାଲେ । ୧୦ ସେ ଜନ୍ ମରନ୍ ପାଇଲା, ତାର୍ଲାଗି ପାପର୍ ବପୁତେଇଅନି ଏକାତରେକ୍ ଆମ୍କେ ମୁକ୍ଲାଇଲା । ସେ ଏବେ ଜନ୍ ଜିବନେ ଜିଇଲାନି, ସେଟା ପରମେସର୍ ସଙ୍ଗ୍ ମିସିକରି ରଇଲା ଜିବନ୍ । ୧୧ ସେନ୍ତାରି ତମେ ମିସା ପାପେ ମରିଜାଇଆଚୁ ବଲି ଏତାଆ । ତମେ ଏବେ କିରିସ୍ଟ ଜିସୁର୍ ଜିବନେଅନି ପରମେସର୍ ସଙ୍ଗ୍ ମିସ୍ଲାସ୍ ।
୧୨ ତମର୍ ନସିଜିବା ଗାଗଡ୍ ଉପ୍ରେ ଆରି ପାପ୍ ଅଦିକାର୍ ନ କର, ସେଟାର୍ପାଇ ଆମର୍ ଏ ଗାଗଡ୍ ମନ୍କର୍ବା କାରାପ୍ ବିସଇ ମାନିକରି ରୁଆନାଇ । ୧୩ କାରାପ୍ କାମର୍ ଲାଗି ଆମର୍ ଗାଗଡର୍ କଣ୍ଡେକ୍ ବାଗ୍ ମିସା ପାପ୍ କର୍ବାକେ ଦିଆସ୍ନାଇ । ମାତର୍ ଦରମ୍ କାମ୍ କର୍ବାପାଇ ତମର୍ ଗୁଲାଇ ଗାଗଡ୍ ତାକେ ସର୍ପି ଦିଆସ୍ । ପର୍ମେସର୍ ତମ୍କେ ମରନେଅନି ଜିବନ୍ କରି ଆନ୍ଲାଆଚେ । ୧୪ କାଇକେ ବଇଲେ ପାପ୍ ତମର୍ ଉପ୍ରେ ସାସନ୍ ନ କର । ତମେ ଆରି ନିୟମର୍ ତଲେ ନାଇ । ମାତର୍ ପରମେସରର୍ ଜିବନ୍ଦୁକାନି ଅନି କାଇଟା ନ ଅଇତେ ଆଚାସ୍ ।
୨୦ ତମେ ପାପର୍ ଗତିଦାଙ୍ଗ୍ଡା ରଇଲାବେଲେ, ଦରମ୍ ଜିବନ୍ ଜିଇବାକେ ମୁର୍ମୁରା ଅଇରଇଲାସ୍ । ୨୧ ଏବେ ତମ୍କେ ଜନ୍ କାମ୍ମନ୍ କର୍ବାକେ ଲାଜ୍ଲାଗ୍ଲାନି, ସେଡ୍କିବେଲେ ସେ ସବୁ କର୍ତେ ରଇଲାସ୍ । ତେଇଅନି ତମ୍କେ କାଇ ଲାବ୍ ଅଇଲା ? ସେ ସବୁ କାମର୍ ଦସା ଅଇଲାନି ମରନ୍ । ୨୨ ମାତର୍ ତମେ ଏବେ ପାପେଅନି ମୁକ୍ଲିକରି ପରମେସରର୍ ଗତିଦାଙ୍ଗ୍ଡା ଅଇଆଚାସ୍ । ଏଟାର୍ ଲାବ୍ ଅଇଲାନି, ପରମେସରର୍ତେଇ ପୁରାପୁରୁନ୍ ସଲଦ୍ । ଆରି ଇତିଅନି ମିଲ୍ବାଟା ଅଇଲାନି ନ ସାର୍ବା ଜିବନ୍ । ୨୩ ପାପ୍ କାମର୍ ବୁତି ଅଇଲାନି ମରନ୍, ମାତର୍ ପରମେସର୍ ଜାଚାଇକରି ଦାନ୍ ଦେଇଆଚେ । ସେଟା ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ମିଲାଇରଇବା ନ ସାର୍ବା ଜିବନ୍ ।
<- ରମିଅ 5ରମିଅ 7 ->- a ରମିୟ ୨:୧୨